ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ବହୁ ପୁରାତନ ଗଛକୁ ରାସ୍ତା ପ୍ରଶସ୍ତିକରଣ ନାଁରେ କାଟି ଦିଆଯାଉଥିବା ଦେଖିବାକୁ ମିଳିଛି।...