ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର କରାଯାଇପାରିବ ବୋଲି କୋର୍ଟ କହିଛନ୍ତି। ଏନେଇ ଆଡ୍ଭୋକେଟ୍ କମିଟି ପକ୍ଷରୁ ପ୍ରସ୍ତାବ...