କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ ଅଭିନୀତ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା...
ଧନୁଯାତ୍ରାରେ ବାଲିଯାତ୍ରା ଟିକେଟ୍: ବିରୋଧ କରିବାରୁ ସଂଘବଦ୍ଧ ଆକ୍ରମଣ ମଥୁରାନଗରୀ, ୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ ବିଭିନ୍ନ ଷ୍ଟଲ ଚାଲିଛି। ତେବେ ପଡିଆର କେନ୍ଦ୍ରଭାଗରେ ଚାଲିଥିବା ଏକ ଟିକେଟ୍ ଶୋରେ ଦର୍ଶକଙ୍କୁ...
ବରଗଡ ଧନୁଯାତ୍ରା ମହୋତ୍ସବ ଉଦଘାଟିତ: ଉଗ୍ରସେନ ଗାଦିଚ୍ୟୁତ, ଚାଲିଲା କଂସ ରାଜୁତି ବରଗଡ଼, ୩।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ଉଦଘାଟିତ ହେଇଛି। ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମହୋତ୍ସବକୁ ଉଦଘାଟନ...