Tag Archives: dharitri

ଅକ୍ସନରେ ଚହଲଙ୍କୁ ନେବାକୁ ଟଣାଓଟରା: ୯ ଗୁଣା ଅଧିକ ଦାମ୍‌ ଦେଇ କିଣିନେଲା ଏହି ଟିମ୍‌…

ଦୁବାଇ,୨୪।୧୧:ଆଇପିଏଲ୍‌ର ସବୁଠାରୁ ସଫଳ ବୋଲର୍‌ ଯୁଜବେନ୍ଦ୍ର ଚହଲଙ୍କୁ ମେଗା ଅକ୍ସନରେ ରାଜସ୍ଥାନ ରୟାଲ୍ସ ରିଟେନ୍‌ କରି ନ ଥିଲା। ଏମିତିରେ ସେ ମେଗା ଅକ୍ସନକୁ ଫେରିଥିଲେ। ରବିବାର କରାଯାଉଥିବା ଅକ୍ସନରେ ତାଙ୍କ ପାଇଁ ଏକାଧିକ ଟିମ୍‌ ନିଲାମ ଡାକିଥିଲେ। ସେ...

ଛକା ମାରି ସିକ୍ୟୁରିଟି ଗାର୍ଡଙ୍କ ମୁଣ୍ଡ ଫଟାଇଦେଲେ ବିରାଟ କୋହଲି !

ପର୍ଥ,୨୪।୧୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଟିମ୍‌ ଇଣ୍ଡିଆ ଦୃଢ଼ ସ୍ଥିତିରେ ପହଞ୍ଚିଛି। ଏହି ମୁକାବିଲାର ପ୍ରଥମ ଇନିଂସରେ ଟିମ୍‌ ଇଣ୍ଡିଆ ବିଫଳ ହେବା ପରେ ଦ୍ୱିତୀୟ ଇନିଂସରେ ଜବରଦସ୍ତ ପ୍ରଦର୍ଶନ କରୁଛି। ପ୍ରଥମେ ଯଶସ୍ବୀ ଜୈସଓ୍ବାଲଙ୍କ ଶତକ ପରେ...

୩୬ ବର୍ଷ ପରେ ଭାରତରେ ଇତିହାସ ରଚିଲା ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁ, ୨୦।୧୦: ଟିମ୍‌ ଇଣ୍ଡିଆକୁ ହରାଇ ନ୍ୟୁଜିଲାଣ୍ଡ ବେଙ୍ଗାଲୁରୁ ଟେଷ୍ଟ ଜିତି ଇତିହାସ ରଚିଛି। ୩୬ ବର୍ଷ ଦଳ ଭାରତରେ ଟେଷ୍ଟ ମ୍ୟାଚ୍‌ରେ ବିଜେତା ହୋଇଛି। ୧୯୮୮ରେ ନ୍ୟୁଜିଲାଣ୍ଡ ଶେଷଥର ପାଇଁ ଭାରତରେ ଟେଷ୍ଟ ମ୍ୟାଚ୍‌ ଜିତିଥିଲା। ତେବେ ଏହି...

ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୩ା୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ଦ୍ରୁତ ବୋଲର ଶିଭମ ମାଭି ଆହତ କାରଣରୁ ସମ୍ପୂର୍ଣ୍ଣ ଆଇପିଏଲରୁ ବାଦ୍‌ ପଡିଛନ୍ତି। ତାଙ୍କର ପଞ୍ଜରା ହାଡରେ ଆଘାତ ଲାଗିଛି। ତେବେ ଶେଷ ଥର ପାଇଁ ଅଗଷ୍ଟ...

ଆଇପିଏଲ୍‌ରେ ରନ୍‌ ବର୍ଷା: ଦିଲ୍ଲୀ ଆଗରେ ପାହାଡ଼ ଭଳି ୨୭୩ ରନ୍‌ ଟାର୍ଗେଟ୍‌ ଛିଡ଼ା କଲା କୋଲକାତା

ବିଶାଖାପାଟଣା,୩।୪: ଇଣ୍ଡିଆ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ୧୬ତମ ମ୍ୟାଚ୍‌ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯାଉଛି। ବିଶାଖାପାଟଣାରେ ଜାରି ଏହି ମ୍ୟାଚ୍‌ରେ କୋଲକାତା ଅଧିନାୟକ ଶ୍ରେୟସ ଆୟର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ...

ଇଜ୍ୟା ପାଇଁ ପରିଚିତା ପାରମିତା

ସ୍କୁଲ ବୟସରୁ ହିଁ ସେ ଗପ, କବିତା ଲେଖିବା ଆରମ୍ଭ କରିଥିଲେ। ପରେ ପରେ ଓଡ଼ିଆ ଓ ହିନ୍ଦୀ ଭାଷାରେ କବିତା ଲେଖିବା ସହ ଅନୁବାଦ ବି କଲେ। ସେ ହେଲେ ପାରମିତା ଷଡ଼ଙ୍ଗୀ। ମା’ କବିତା ଷଡ଼ଙ୍ଗୀ ଓ...

କଦାପି ଏହି ୩ ପ୍ରକୃତିର ଲୋକଙ୍କ ସହାୟତା କରନ୍ତୁ ନାହିଁ; ମାନସମ୍ମାନ ହାନି ସହ ଅସୁବିଧାରେ…

ମହାନ କୁଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରକୁ ନେଇ ପ୍ରସିଦ୍ଧ। ସେ ରାଜନୀତି ସହ ଅର୍ଥଶାସ୍ତ୍ରରେ ବିଶାରଦ ଥିଲେ। ସାମାଜିକ ବିଷୟବସ୍ତୁ ଉପରେ ମଧ୍ୟ ସେ ନିଜର ମତ ରଖୁଥିଲେ। ଆଜିବି ଚାଣକ୍ୟଙ୍କ ନୀତିକୁ ଅନୁସରଣ କଲେ ଜଣେ ମନୁଷ୍ୟ...

ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହୋଇଥିଲେ ହେଁ ଯିଏ ତାହା କରିପାରନ୍ତି ତାଙ୍କର ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର...

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ ଅନୁସୟା ମହାରଣାଙ୍କୁ ନିଲମ୍ବିତ କରାଯାଇଛି। ଶିକ୍ଷୟିତ୍ରୀ ଜଣକ ପରୀକ୍ଷା ନିରୀକ୍ଷକ ଦାୟିତ୍ୱରେ ଥିବା...

ସାର୍କ ଟ୍ୟାଙ୍କ ଇଣ୍ଡିଆକୁ ଆପଣ କିଭଳି ଯିବେ? ଜାଣନ୍ତୁ କ’ଣ କ’ଣ କରିବାକୁ ହେବ…

ନୂଆଦିଲ୍ଲୀ,୨୧।୨: ଯଦି ଆପଣଙ୍କ ପାଖରେ କୌଣସି ବ୍ୟବସାୟ କରିବା ଲାଗି ଯୋଜନା ରହିଛି, ଏପରିକି ଆପଣ ତାହାକୁ ବିନିଯୋଗ କରି ଏକ ପ୍ରତିଷ୍ଠାନ କରିଛନ୍ତି ତେବେ ଫଣ୍ଡିଂ ଲାଗି ସାର୍କ ଟ୍ୟାଙ୍କ ଇଣ୍ଡିଆକୁ ବାଛିପାରିବେ। ଏହି ରିଆଲିଟି ଶୋ’କୁ ନେଇ...

କୋଟିନଡ଼ା କଲେଜ ଛକ ନିକଟରେ ଭୟଙ୍କର ଦୁର୍ଘଟଣା, ବସ୍‌ ଧକ୍କାରେ ଚାଲିଗଲା ୨ ସ୍କୁଟି ଆରୋହୀଙ୍କ ଜୀବନ

ଗଞ୍ଜାମ,୧୮।୨: ଗଞ୍ଜାମ ଜିଲା କୋଟିନଡ଼ା ଥାନା ଅଧୀନ କଲେଜ ଛକ ନିକଟରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେବାରୁ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ତେବେ ବସ୍‌ରେ ଥିବା ଯାତ୍ରୀମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri