Dharitri Editorial

ଖାଦ୍ୟାଭାବ ଓ ଦେଶାନ୍ତର

୨୦୨୫ ମସିହା ପ୍ରଥମାର୍ଦ୍ଧରେ ପାଖାପାଖି ୨୦,୦୦୦ ଲୋକ ଛୋଟ ଡଙ୍ଗାରେ ଇଂଲିଶ୍‌ ଚ୍ୟାନେଲ ପାର ହୋଇ ଇଂଲଣ୍ଡକୁ ଆସିଛନ୍ତି ଏବଂ ଗତବର୍ଷ ଏହି ଅବଧିରେ ଯେତିକି ଲୋକ…

5 months ago

ଏହା ଇତିହାସ ନୁହେଁ

କେନ୍ଦ୍ର ସରକାରଙ୍କ ଅଧୀନ ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍‌ ଟ୍ରେନିଂ (ଏନ୍‌ସିଇଆର୍‌ଟି) ମୁଖ୍ୟତଃ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଅନୁବନ୍ଧିତ ସ୍କୁଲଗୁଡ଼ିକ…

5 months ago

ଏଇ ଭାରତରେ

ସମସ୍ୟା ସମାଧାନ ନ ହେଲେ ସମସ୍ତେ ବିରୋଧ କରନ୍ତି। ଏଥିପାଇଁ କେହି କେହି ଆଇନର ଆଶ୍ରୟ ନିଅନ୍ତି ତ କେହି ଅନୁରୋଧ କରନ୍ତି। ହେଲେ ବେଳେବେଳେ ଲୋକେ…

5 months ago

ମାଗଣା ଲଙ୍କା

ପ୍ରଥମ ଥର ନିଜେ ନିଜେ ହାଟକୁ ଯାଉଥିବାରୁ ପରିବା କିଣା ବିଷୟରେ ପତ୍ନୀ ଦେଇଥିବା ଜ୍ଞାନକୁ ଘୋଷି ହେଉଥାଏ - ପରିବା କିଣିବା ପୂର୍ବରୁ ଆଗ ହାଟ…

5 months ago

ଶାନ୍ତି ପ୍ରୟାସର ଆହ୍ବାନ

ଚେତନତା ଅଭାବରୁ କୋର୍ଟ କଚେରି, ଥାନାର ଭୟ ଦେଖାଇ କିଛି ଖଳପ୍ରକୃତିର ବ୍ୟକ୍ତି ସାଧାରଣ ଜନତାଙ୍କୁ ଭୟଭୀତ କରନ୍ତି ଏବଂ ପରେ ଡାହାଣୀ ହୋଇ ଲାଗିବା ଓ…

5 months ago

୫ଟା ୩୦

ନାରୀ ସଶକ୍ତୀକରଣ ବିଷୟରେ ମହାତ୍ମା ଗାନ୍ଧୀ ଏକଦା କହିଥିଲେ-ଯେଉଁଦିନ ଜଣେ ମହିଳା ରାତିରେ ରାସ୍ତାରେ ମୁକ୍ତ ଭାବେ ଚାଲିପାରିବେ, ସେହିଦିନ ଆମେ କହିପାରିବୁ ଯେ ଭାରତ ସ୍ବାଧୀନତା…

5 months ago

ଏଇ ଭାରତରେ

ମକା ଖାଇ ଚୋପା (ହସ୍କ)କୁ ଏଣେ ତେଣେ ଆଉ ପକାଇବାକୁ ପଡ଼ିବନି। ଏହାର ପୁନଃ ବିନିଯୋଗ କରାଯିବାର ଉପାୟ ସାମ୍ନାକୁ ଆଣିଛନ୍ତି ମଣିପୁର ସେନପତି ଜିଲାର ଫ୍ଲୋରିଷ୍ଟ…

5 months ago

ଆମେରିକା କାହାର ମିତ୍ର

ଇସ୍ରାଏଲ୍‌ ଓ ଆମେରିକା ଆଗପଛ କରି ଇରାନ୍‌ ଉପରେ ଝାମ୍ପି ପଡ଼ିଲେ। ଇରାନ୍‌ର ଅପରାଧ? ପରମାଣୁ ଅସ୍ତ୍ର ତିଆରି କରୁଛି, ବିଶ୍ୱ ପାଇଁ ବିପଦ! ଯେଉଁମାନେ ପରମାଣୁ…

5 months ago

ବଡ଼ଲୋକଙ୍କ ବଡ଼ପଣ

ନିଜ ପ୍ରତିଷ୍ଠା, ପ୍ରାଚୁର୍ଯ୍ୟ ଓ ପ୍ରତିପତ୍ତିରେ ସମାଜଠୁଁ ବଡ଼ଲୋକର ମାନ୍ୟତା ହାସଲ କରିଥିବା ବହୁ ବ୍ୟକ୍ତିଙ୍କ ବହୁବିଧ ଛୋଟପଣ ପ୍ରତ୍ୟକ୍ଷ କରିସାରି ମନ ବିଷେଇ ଉଠୁଥିଲା ବେଳେ…

5 months ago

ଦୃଷ୍ଟିକୋଣ ବଦଳିଗଲା

ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏବେ କର୍ପୋରେଟ୍‌ପ୍ରେମୀ ରାଜନୈତିକ ପାର୍ଟି ଭାବେ ଦେଖାଯାଉଛି। ଭାଜପାର ସମର୍ଥକମାନେ କହନ୍ତି, ଭାରତର ଶିଳ୍ପକରଣ ପାଇଁ ଏହା ଆବଶ୍ୟକ ଏବଂ ସରକାରଙ୍କର…

5 months ago

ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ପାଇଁ ଜୈବ ଇନ୍ଧନ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରି କେବଳ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି ରାଜସ୍ଥାନସ୍ଥିତ…

5 months ago

ଆତ୍ମବିଶ୍ୱାସ

ନିଜ ମନକୁ ଜାଣିବା ପାଇଁ ଆତ୍ମବିଶ୍ୱାସର ଆବଶ୍ୟକତା ଅଛି। ଆତ୍ମବିଶ୍ୱାସ ମନର ସୀମାସରହଦର ବ୍ୟାପ୍ତକୁ ଦର୍ଶାଇଥାଏ। ଆଗକୁ ଯିବାର ଶକ୍ତି ଦିଏ। ମନର ଦୁର୍ବଳତା କ୍ରମଶଃ ଦୂରେଇଯାଏ।…

5 months ago