Tag Archives: Dharitri Editorial

ଟ୍ରମ୍ପ୍‌ ଓ କପ୍‌ ସମ୍ମିଳନୀ

ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିଜୟ ବକୁରେ ଅନୁଷ୍ଠିତ ମିଳିତ ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ (କପ୍‌୨୯) ଉପରେ କଳାବାଦଲ ଛାଇ ଦେଇଛି। ଏକଥା ସ୍ପଷ୍ଟ ଯେ, ଜଳବାୟୁ ପରିବର୍ତ୍ତନ ଏକ ପ୍ରତାରଣା ବୋଲି ଟ୍ରମ୍ପ୍‌ ବିଶ୍ୱାସ କରନ୍ତି...

ଆଲୋକ ପ୍ରଦୂଷଣ

ଭ୍ୟତାର ବିକାଶ କ୍ରମରେ ଏକଦା ବିଜୁଳି ମାଡରେ ଜଳୁଥିବା ବଣ ମଧ୍ୟରୁ ମନୁଷ୍ୟ ପ୍ରଥମେ ନିଆଁକୁ ଆବିଷ୍କାର କରିଥିଲା। ନିଆଁ ଆବିଷ୍କାର ପରେ ମଣିଷ ମଶାଲ ଜାଳି ଆଲୋକ ପାଇଲା। ଗୁମ୍ଫା ମୁହଁରେ ନିଆଁ ଜାଳି ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷା...

କେହି ନୁହେଁ କାହାର

ଗଣତନ୍ତ୍ରରେ ସରକାର ବଦଳିବା ଏକ ସ୍ବାଭାବିକ ପ୍ରକ୍ରିୟା। ମାତ୍ର ଏଇ ସ୍ବାଭାବିକ ପ୍ରକ୍ରିୟାଟି ଅନେକ ଅସ୍ବାଭାବିକ ପ୍ରକ୍ରିୟାକୁ ସାଙ୍ଗରେ ଧରି ଆସିଥାଏ। ଗୋଟେ ସରକାର ପତନ ହୋଇ ଯେତେବେଳେ ନୂଆ ସରକାର ଆସନ୍ତି ସେମାନେ ପୁରୁଣା ସରକାରଙ୍କର ଅନେକ ବ୍ୟବସ୍ଥାକୁ...

ଉବର ଚୁକ୍ତି

ଭାରତର ସୁରକ୍ଷା ପ୍ରତି ପଡ଼ୋଶୀ ଚାଇନା ଓ ପାକିସ୍ତାନ ଆହ୍ବାନ ସୃଷ୍ଟି କରିଛନ୍ତି। ଏହାର ମୁକାବିଲା ପାଇଁ ସେନା ନୂତନ ସ୍ଥିତି ସହିତ ଖାପ ଖୁଆଇ ଆଗକୁ ବଢ଼ୁଛି। ପ୍ରଯୁକ୍ତି ବିକାଶ ସେନାକୁ ସଶକ୍ତ ଓ ଦକ୍ଷ କରୁଥିଲେ ମଧ୍ୟ...

କେବେ ଆୟତ୍ତ ନ ଥିଲା

ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ ଓ କଶ୍ମୀରରେ ନିର୍ବାଚନ ଅନୁଷ୍ଠିତ ହୋଇ ଏବେ ସେଠାରେ ଗଣତାନ୍ତ୍ରିକ ଉପାୟରେ ସରକାର ଗଠନ ହୋଇଛି। ନୂଆ ସରକାର ୧୬ ଅକ୍ଟୋବରରେ ଆସିବା ପରେ ଏହି କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାୟ ୪ଟି ଛୋଟବଡ଼...

କୋଲକାତା ଟ୍ରେନି ମହିଳା ଡାକ୍ତରଙ୍କ ପିତାଙ୍କୁ ପ୍ରଥମେ ଆସିଥିଲା ୩ କଲ୍‌, ସାମ୍ନାକୁ ଆସିଲା ଏହି ଅଡିଓ କ୍ଲିପ୍‌

କୋଲକାତା,୩୦ା୮: କୋଲକାତାର ଆର୍‌ଜି କର ମେଡିକାଲ କଲେଜର ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା କରାଯିବା ମାମଲାରେ ଦିନକୁ ଦିନ ନୂଆ କଥା ସବୁ ସାମ୍ନାକୁ ଆସୁଛି। ଏବେ ଏକ ଅଡିଓ କ୍ଲିପ୍‌ ମଧ୍ୟ ସାମ୍ନାକୁ ଆସିଛି।...

ସବୁରି ଉପରେ ମଣିଷ ସତ୍ୟ (ନନ୍ଦିନୀ ଶତପଥୀଙ୍କ ଜୀବନଦୃଷ୍ଟି)

ମର-ଜଗତରେ ଯାହା କିଛି ଦୃଶ୍ୟମାନ, ତାହା ସବୁ କ୍ଷୟଶୀଳ। ଗଛଲତା, ପଶୁପକ୍ଷୀଙ୍କ ପରି ମଣିଷ ଜନ୍ମ ହେଲେ ମରେ। ଏହି ମୃତ୍ୟୁଶୀଳତା ଭିତରେ କିନ୍ତୁ ଏପରି କୌଣସି କୌଣସି ବ୍ୟକ୍ତିଙ୍କର ଆବିର୍ଭାବ ଘଟେ, ଯାହାଙ୍କର ଜୀବନାବସାନ ପରେ ବି ତାଙ୍କ...

ମୁକ୍ତସ୍ବରର ପ୍ରଭାବ

‘ପ୍ରଚାର’(ପ୍ରୋପାଗଣ୍ଡା) ଶବ୍ଦର ଅର୍ଥକୁ ଅଭିଧାନ ‘ସୂଚନା’ ବୋଲି ବ୍ୟାଖ୍ୟାକରେ। ଏହା ରାଜନୈତିକ ଉଦ୍ଦେଶ୍ୟ ବା ଦୃଷ୍ଟିକୋଣକୁ ପ୍ରୋତ୍ସାହିତ କରିବା ପାଇଁ ବ୍ୟବହୃତ ହୋଇଆସୁଛି। ଅତୀତରେ ଦୂରଦର୍ଶନକୁ ନିୟନ୍ତ୍ରଣ କରାଯାଇ ପ୍ରଚାର କରାଯାଉଥିଲା କିମ୍ବା ଅନ୍ତତଃ ପକ୍ଷେ ତାହାକୁ ହିଁ ରାଜନୈତିକ...

କାରଣ-ନିରାକରଣ ପ୍ରଶ୍ନ

ସଂହତ ସମାଜବୋଧ ନ ଥିବା କିଛି ମଣିଷ ପାଇଁ ଏହି କାରଣ-ନିରାକରଣ ପ୍ରଶ୍ନଟି ଗୋଟିଏ ଗୋଲକଧନ୍ଦା ଭଳି ପ୍ରତୀୟମାନ ହୁଏ। ଅଥଚ ଏହି ପ୍ରଶ୍ନ ପ୍ରତି ମଣିଷର ଆଭିମୁଖ୍ୟରୁ ଜଣାପଡ଼େ ସେ କେତେ ସ୍ବାର୍ଥପର, ସୁବିଧାବାଦୀ, ଆତ୍ମକୈନ୍ଦ୍ରିକ ଓ କେତେ...

ଅପରାଧୀ କଲା କିଏ

ବର୍ଷୀୟାଙ୍କୁ ଗଣବଳାତ୍କାର ଓ ହତ୍ୟା’। ଜୁଲାଇ ୧୨ରେ ଦେଶର ପ୍ରାୟ ସମସ୍ତ ଖବରକାଗଜରେ ପ୍ରଥମ ପୃଷ୍ଠାର ପ୍ରଥମ ଖବର ଥିଲା ଏହି ଅଭାବନୀୟ ଘଟଣାଟି। ଆନ୍ଧ୍ରପ୍ରଦେଶର ନନ୍ଦୟାଲା ଜିଲା ମୁଚୁମାରୀରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଦୁଇଜଣ...

ସଂଖ୍ୟାଗରିଷ୍ଠତାରେ ମାନର ନୂ୍ୟନତା

ନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ମଣିଷ ସଂଖ୍ୟାର ସଂସ୍ପର୍ଶରେ ଆସି ଜୀବନର ଗତିପଥକୁ ଭିନ୍ନଭିନ୍ନ ପରିଚୟରେ ନିବଦ୍ଧ କରିଥାଏ। କେତେବେଳେ ସଂଖ୍ୟା ମଣିଷ ପ୍ରତି ସଦୟ ହୋଇଥାଏ ତ ପୁଣି କେତେବେଳେ ସଂଖ୍ୟା ମଣିଷ ପ୍ରତି ନିର୍ଦ୍ଦୟ ହୋଇଥାଏ, ଯେଉଁଥିରେ ମଣିଷ...

ଅନୀତି

ଭାରତରେ ଯୋଜନା ଆୟୋଗ ଦୀର୍ଘ ବର୍ଷ ଧରି ସୁରୁଖୁରୁରେ କାର୍ଯ୍ୟ କରି ଆସୁଥିବା ବେଳେ ତାହାକୁ ୧ ଜାନୁୟାରୀ ୨୦୧୫ରେ କେନ୍ଦ୍ରର ଭାଜପା ସରକାର ଭାଙ୍ଗି ଦେଇଥିଲେ। ତାହା ସ୍ଥାନରେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଶନ ଫର୍‌ ଟ୍ରାନ୍ସଫର୍ମିଂ ଇଣ୍ଡିଆ(ନୀତି) ଆୟୋଗ ନାମରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image