Advertisement

dharitri

ଗ୍ରାହକଙ୍କୁ ଏସ୍‌ବିଆଇର ଝଟ୍‌କା, ଗୃହ-ଅଟୋ-ବ୍ୟକ୍ତିଗତ ଋଣ ହେଲା ମହଙ୍ଗାଗ୍ରାହକଙ୍କୁ ଏସ୍‌ବିଆଇର ଝଟ୍‌କା, ଗୃହ-ଅଟୋ-ବ୍ୟକ୍ତିଗତ ଋଣ ହେଲା ମହଙ୍ଗା

ଗ୍ରାହକଙ୍କୁ ଏସ୍‌ବିଆଇର ଝଟ୍‌କା, ଗୃହ-ଅଟୋ-ବ୍ୟକ୍ତିଗତ ଋଣ ହେଲା ମହଙ୍ଗା

ନୂଆଦିଲ୍ଲୀ,୧୫।୧୨: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଇଛି। ବ୍ୟାଙ୍କ ଏହାର ଋଣକୁ ମହଙ୍ଗା କରିଦେଇଛି। ଏବେ ଋଣ ଲାଗି ସୁଧ ଦର ୧୦.୧୦%ରୁ ବଢ଼ି…

1 year ago
ସଂସଦ ଦର୍ଶକ ଗ୍ୟାଲେରୀରୁ ଡେଇଁଥିଲେ ମନୋରଞ୍ଜନ, ଏବେ ଚମକାଇଲା ବାପାଙ୍କ ପ୍ରତିକ୍ରିୟା…ସଂସଦ ଦର୍ଶକ ଗ୍ୟାଲେରୀରୁ ଡେଇଁଥିଲେ ମନୋରଞ୍ଜନ, ଏବେ ଚମକାଇଲା ବାପାଙ୍କ ପ୍ରତିକ୍ରିୟା…

ସଂସଦ ଦର୍ଶକ ଗ୍ୟାଲେରୀରୁ ଡେଇଁଥିଲେ ମନୋରଞ୍ଜନ, ଏବେ ଚମକାଇଲା ବାପାଙ୍କ ପ୍ରତିକ୍ରିୟା…

ନୂଆଦିଲ୍ଲୀ,୧୩।୧୨: ଲୋକ ସଭାରେ ବୁଧବାର ୨ ଜଣ ଯୁବକ ଦର୍ଶକ ଗ୍ୟାଲେରୀରୁ ଡେଇଁ ହଙ୍ଗାମା କରିଥିଲେ। ଉଭୟଙ୍କ ପରିଚୟ ସାଗର ଏବଂ ମନୋରଞ୍ଜନ ଭାବେ ହୋଇଛି। ଦୁହେଁ…

1 year ago
ଦ୍ୱିଗୁଣା ହେଲା ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ଶର୍ମାଙ୍କ ଖୁସି, ଜାଣନ୍ତୁ…ଦ୍ୱିଗୁଣା ହେଲା ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ଶର୍ମାଙ୍କ ଖୁସି, ଜାଣନ୍ତୁ…

ଦ୍ୱିଗୁଣା ହେଲା ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ୍‌ ଶର୍ମାଙ୍କ ଖୁସି, ଜାଣନ୍ତୁ…

ଜୟପୁର,୧୩।୧୨: ରାଜସ୍ଥାନର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଶୁକ୍ରବାର ଅର୍ଥାତ ଡିସେମ୍ବର ୧୫ରେ ଶପଥ ନେବେ। ଜୟପୁରର ରାମନିବାସ ବାଗ ସ୍ଥିତ ଅଲବର୍ଟ ହଲ୍‌ରେ ଶପଥ ଗ୍ରହଣ…

1 year ago
ଶ୍ରୀସନ୍ଥଙ୍କ ନାଁ ଶୁଣିବା ମାତ୍ରେ ରାଗିଗଲେ ଗମ୍ଭୀର, କହିଦେଲେ ଏମିତିଶ୍ରୀସନ୍ଥଙ୍କ ନାଁ ଶୁଣିବା ମାତ୍ରେ ରାଗିଗଲେ ଗମ୍ଭୀର, କହିଦେଲେ ଏମିତି

ଶ୍ରୀସନ୍ଥଙ୍କ ନାଁ ଶୁଣିବା ମାତ୍ରେ ରାଗିଗଲେ ଗମ୍ଭୀର, କହିଦେଲେ ଏମିତି

ନୂଆଦିଲ୍ଲୀ,୧୩।୧୨: ବିବାଦ ଯେଉଁଠି,ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ସେଇଠି। ନିକଟରେ ସେ ପୂର୍ବତନ କ୍ରିକେଟର ଏସ୍‌. ଶ୍ରୀସନ୍ଥଙ୍କ ସହ କଥା କଟାକଟିକୁ ନେଇ ଚର୍ଚ୍ଚାରେ ରହିଥିଲେ। ଲିଜେଣ୍ଡସ୍‌…

1 year ago
ଜୋତାରେ ଖାସ୍‌ ବାର୍ତ୍ତା ଲେଖି ଚର୍ଚ୍ଚାରେ ଅଷ୍ଟ୍ରେଲିୟ ଖେଳାଳି: ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଫସିଲେ ବିବାଦରେ…ଜୋତାରେ ଖାସ୍‌ ବାର୍ତ୍ତା ଲେଖି ଚର୍ଚ୍ଚାରେ ଅଷ୍ଟ୍ରେଲିୟ ଖେଳାଳି: ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଫସିଲେ ବିବାଦରେ…

ଜୋତାରେ ଖାସ୍‌ ବାର୍ତ୍ତା ଲେଖି ଚର୍ଚ୍ଚାରେ ଅଷ୍ଟ୍ରେଲିୟ ଖେଳାଳି: ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଫସିଲେ ବିବାଦରେ…

ନୂଆଦିଲ୍ଲୀ,୧୩।୧୨: ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହି ମୁକାବିଲା ପୂର୍ବରୁ ଅଷ୍ଟ୍ରେଲିୟ ଖେଳାଳିଙ୍କ ଆଚରଣକୁ ନେଇ ବିବାଦ ଦେଖାଦେଇଛି।…

1 year ago
ଦୀର୍ଘ ୬ ଘଣ୍ଟାର ଅପରେଶନ ସଫଳ: ବୋରଓ୍ବେଲରେ ଫିଙ୍ଗି ଦିଆଯାଇଥିବା ନବଜାତକ ଜୀବିତ ଅବସ୍ଥାରେ ଉଦ୍ଧାରଦୀର୍ଘ ୬ ଘଣ୍ଟାର ଅପରେଶନ ସଫଳ: ବୋରଓ୍ବେଲରେ ଫିଙ୍ଗି ଦିଆଯାଇଥିବା ନବଜାତକ ଜୀବିତ ଅବସ୍ଥାରେ ଉଦ୍ଧାର

ଦୀର୍ଘ ୬ ଘଣ୍ଟାର ଅପରେଶନ ସଫଳ: ବୋରଓ୍ବେଲରେ ଫିଙ୍ଗି ଦିଆଯାଇଥିବା ନବଜାତକ ଜୀବିତ ଅବସ୍ଥାରେ ଉଦ୍ଧାର

ସମ୍ବଲପୁର,୧୨।୧୨: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଥିବା ଏକ ବୋରଓ୍ବେଲ ମଧ୍ୟରେ କେହି ଫିଙ୍ଗି ଚାଲିଯାଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି।…

1 year ago
ଲେଡି ଡନ୍‌ ପୂଜା ସାଇନି କିଏ? କର୍‌ନି ସେନା ଅଧ୍ୟକ୍ଷ ସୁଖଦେବଙ୍କ ହତ୍ୟା ମାମଲାରେ ହୋଇଛନ୍ତି ଗିରଫ, ଜାଣନ୍ତୁ…ଲେଡି ଡନ୍‌ ପୂଜା ସାଇନି କିଏ? କର୍‌ନି ସେନା ଅଧ୍ୟକ୍ଷ ସୁଖଦେବଙ୍କ ହତ୍ୟା ମାମଲାରେ ହୋଇଛନ୍ତି ଗିରଫ, ଜାଣନ୍ତୁ…

ଲେଡି ଡନ୍‌ ପୂଜା ସାଇନି କିଏ? କର୍‌ନି ସେନା ଅଧ୍ୟକ୍ଷ ସୁଖଦେବଙ୍କ ହତ୍ୟା ମାମଲାରେ ହୋଇଛନ୍ତି ଗିରଫ, ଜାଣନ୍ତୁ…

ଜୟପୁର,୧୨।୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍‌ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗମେଦିଙ୍କୁ ଘରେ ପଶି ଗୁଳି କରି ହତ୍ୟା କରିବା ମାମଲାରେ ମଙ୍ଗଳବାର ପୋଲିସ ପୂଜା…

1 year ago
ଭଜନଲାଲ୍‌ ଶର୍ମା କିଏ? ୨୦୦୮ରେ ସ୍ବାଧୀନ ଭାବେ ଲଢ଼ିଥିଲେ, ପ୍ରଥମ ଥର ନିର୍ବାଚନ ଜିତିବା ସତ୍ତ୍ୱେ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀଭଜନଲାଲ୍‌ ଶର୍ମା କିଏ? ୨୦୦୮ରେ ସ୍ବାଧୀନ ଭାବେ ଲଢ଼ିଥିଲେ, ପ୍ରଥମ ଥର ନିର୍ବାଚନ ଜିତିବା ସତ୍ତ୍ୱେ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ଭଜନଲାଲ୍‌ ଶର୍ମା କିଏ? ୨୦୦୮ରେ ସ୍ବାଧୀନ ଭାବେ ଲଢ଼ିଥିଲେ, ପ୍ରଥମ ଥର ନିର୍ବାଚନ ଜିତିବା ସତ୍ତ୍ୱେ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ

ଜୟପୁର,୧୨।୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ପରେ ଭାଜପା ରାଜସ୍ଥାନରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ଚମକାଇଛି। ଦଳ ପ୍ରଥମ ଥର ଲାଗି ବିଧାୟକ ହୋଇଥିବା ଭଜନଲାଲ୍‌ ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ…

1 year ago
ଦଳରୁ ବାଦ୍‌ ପଡ଼ିବା ପରେ ଖୁସି ବ୍ୟକ୍ତ କଲେ ଇଂଲଣ୍ଡର ଏହି ବୋଲର୍‌: କହିଲେ -‘ମୋତେ ଚୟନ ନ କରିବା ନିଷ୍ପତ୍ତି ଠିକ୍‌’ଦଳରୁ ବାଦ୍‌ ପଡ଼ିବା ପରେ ଖୁସି ବ୍ୟକ୍ତ କଲେ ଇଂଲଣ୍ଡର ଏହି ବୋଲର୍‌: କହିଲେ -‘ମୋତେ ଚୟନ ନ କରିବା ନିଷ୍ପତ୍ତି ଠିକ୍‌’

ଦଳରୁ ବାଦ୍‌ ପଡ଼ିବା ପରେ ଖୁସି ବ୍ୟକ୍ତ କଲେ ଇଂଲଣ୍ଡର ଏହି ବୋଲର୍‌: କହିଲେ -‘ମୋତେ ଚୟନ ନ କରିବା ନିଷ୍ପତ୍ତି ଠିକ୍‌’

ନୂଆଦିଲ୍ଲୀ,୧୨।୧୨: ଇଂଲଣ୍ଡ କ୍ରିକେଟ ଟିମ୍‌ ସୋମବାର ଭାରତ ଗସ୍ତ ଲାଗି ଦଳ ଘୋଷଣା କରିଛି। ଏହି ଟିମ୍‌ରେ ଇଂଲଣ୍ଡ ଅନୁଭବୀ ଅଲରାଉଣ୍ଡର କ୍ରିସ୍‌ ଓ୍ବକ୍ସଙ୍କୁ ସ୍ଥାନ ମିଳିନାହିଁ।…

1 year ago
ପୁରା ବସ୍‌ ଖାଲି କରିଦେଲା ଗୋଟିଏ ମାଙ୍କଡ, ପ୍ରଥମେ ଦୌଡ଼ି ପଳାଇଲେ କଣ୍ଡକ୍ଟର; ଭିଡିଓ ଦେଖିଲେ…ପୁରା ବସ୍‌ ଖାଲି କରିଦେଲା ଗୋଟିଏ ମାଙ୍କଡ, ପ୍ରଥମେ ଦୌଡ଼ି ପଳାଇଲେ କଣ୍ଡକ୍ଟର; ଭିଡିଓ ଦେଖିଲେ…

ପୁରା ବସ୍‌ ଖାଲି କରିଦେଲା ଗୋଟିଏ ମାଙ୍କଡ, ପ୍ରଥମେ ଦୌଡ଼ି ପଳାଇଲେ କଣ୍ଡକ୍ଟର; ଭିଡିଓ ଦେଖିଲେ…

ପୁରା ବସ୍‌ ଖାଲି କରିଦେଲା ଗୋଟିଏ ମାଙ୍କଡ଼। ଏଭଳି ଚକିତ କଲା ଭଳି ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭିଡିଓଟି ଉତ୍ତରପ୍ରଦେଶ ସୀତାପୁର ଅଞ୍ଚଳର। ଏଠାରେ…

1 year ago
ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍‌କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍‌କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌

ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍‌କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌

ମୁମ୍ବାଇ,୧୦।୧୨: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ପଡ଼ିଛି ମହଙ୍ଗା। ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାଁ ଏବଂ ଅଜୟ ଦେବଗନଙ୍କୁ ନୋଟିସ୍‌…

1 year ago
କେଇ ସେକେଣ୍ଡରେ ବିଶାଳ କୁମ୍ଭୀରକୁ ଗିଳିଲା ଅଜଗର: କ୍ୟାମେରାରେ କଏଦ ହେଲା ଲୋମ ଟାଙ୍କୁରା ଭିଡିଓ; ଦେଖନ୍ତୁ…କେଇ ସେକେଣ୍ଡରେ ବିଶାଳ କୁମ୍ଭୀରକୁ ଗିଳିଲା ଅଜଗର: କ୍ୟାମେରାରେ କଏଦ ହେଲା ଲୋମ ଟାଙ୍କୁରା ଭିଡିଓ; ଦେଖନ୍ତୁ…

କେଇ ସେକେଣ୍ଡରେ ବିଶାଳ କୁମ୍ଭୀରକୁ ଗିଳିଲା ଅଜଗର: କ୍ୟାମେରାରେ କଏଦ ହେଲା ଲୋମ ଟାଙ୍କୁରା ଭିଡିଓ; ଦେଖନ୍ତୁ…

କୁମ୍ଭୀର ଦୁନିଆର ସବୁଠାରୁ ଭୟଙ୍କର ଶିକାରୀମାନଙ୍କ ମଧ୍ୟରୁ ଗୋଟିଏ। ଏହା ବଡ଼ ପଶୁମାନଙ୍କ ଶିକାର ବେଶ ସହଜରେ କରିଦିଏ। ବିଶେଷକରି ପାଣିରେ କୁମ୍ଭୀରର ଶକ୍ତି ଅଧିକ ଥାଏ…

1 year ago