Tag Archives: dharitri

ନିଜ ସହରରେ ସିଭିଲ ଜଜ ନିଯୁକ୍ତି ପରୀକ୍ଷା ଦେଇ ପାରିବେ ଗର୍ଭବତୀ ମହିଳା: ହାଇକୋର୍ଟ…

ବେଙ୍ଗାଲୁରୁ,୧୮।୧୧:ପ୍ରଥମ ଥର ପାଇଁ କର୍ନାଟକ ହାଇକୋର୍ଟ ଜଣେ ମହିଳାଙ୍କୁ ତାଙ୍କ ନିଜ ସହରରେ ସିଭିଲ ଜଜଙ୍କ ମୁଖ୍ୟ ପରୀକ୍ଷା ପାଇଁ ହାଜର ହେବାକୁ ଅନୁମତି ଦେଇଛନ୍ତି। ବାସ୍ତବରେ ମହିଳା ଜଣକ ସାଢ଼େ ଆଠ ମାସର ଜଣେ ଗର୍ଭବତୀ, ତେଣୁ ସେ...

ରାଉରକେଲାରେ ବୃଦ୍ଧି ହେଉଛି ଆବର୍ଜନାଜନିତ ପ୍ରଦୂଷଣ

ରାଉରକେଲା, ୯ା୧୧(ବିପ୍ଳବରଞ୍ଜନ ଦାଶ): ଦିନକୁ ଦିନ ସ୍ମାର୍ଟସିଟି ରାଉରକେଲାରେ ଜନବସତି ବଢି ଚାଲିଛି। ଜନସଂଖ୍ୟା ବୃଦ୍ଧି ସହ ଅଳିଆ ଆବର୍ଜନା ମାତ୍ରା ବି ବୃଦ୍ଧି ପାଇବାକୁ ଲାଗିଛି। ସହରକୁ ଆବର୍ଜନା ଜନିତ ପ୍ରଦୂଷଣରୁ ମୁକ୍ତ କରିବା ପାଇଁ ଆର୍‌ଏମ୍‌ସି ତରଫରୁ...

ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ

ଭୁବନେଶ୍ୱର,୪ା୧୧: ଧରିତ୍ରୀ ମୁଖ୍ୟ କାର୍ଯ୍ୟାଳୟରେ ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image