dharmendra pradhan

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ…

11 months ago

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ…

12 months ago

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା…

12 months ago

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ…

12 months ago

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର…

12 months ago

‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ…

1 year ago

୬ ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ରବିବାର ଓଡ଼ିଶାର ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ପ୍ରାର୍ଥୀ ଘୋଷଣାରେ…

1 year ago

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି…

1 year ago

ମେଣ୍ଟ  ଚର୍ଚ୍ଚା ମଧ୍ୟରେ ଭାଜପା କୋର କମିଟି ବୈଠକ: ୨୧ ଲୋକସଭା,  ୧୪୭ ବିଧାନସଭା ଆସନ ଉପରେ…

ଭୁବନେଶ୍ୱର,୧୬।୩: ମେଣ୍ଟ  ଚର୍ଚ୍ଚା ମଧ୍ୟରେ ଶନିବାର ଭାଜପା ରାଜ୍ୟ ନିର୍ବାଚନ କମିଟି ବୈଠକ ବସିବ । ଏହା ପୂର୍ବରୁ ଦଳର କୋର କମିଟି ବୈଠକ ବସିଛି ।…

1 year ago

ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ…

1 year ago

ଧର୍ମେନ୍ଦ୍ରଙ୍କ ଘରେ ଚାଲିଛି ମାନସ ମନ୍ଥନ: ଔପଚାରିକ ମେଣ୍ଟ ଘୋଷଣା ବାକି

ଭୁବନେଶ୍ୱର,୧୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଦିଲ୍ଲୀରେ ମାନସ ମନ୍ଥନ ଚାଲିଛି। ଏବେ ଔପଚାରିକ ଭାବେ ମେଣ୍ଟ ଘୋଷଣା ବାକି ଥିବା ଜଣାପଡିଛି। ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ…

1 year ago

କେବଳ ପୁସ୍ତକ ଆମ ପରିଚୟକୁ ବ୍ୟାଖ୍ୟା କରିବାରେ ସାହାଯ୍ୟ କରିବ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୯ା୧: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନୂଆଦିଲ୍ଲୀ ବିଶ୍ୱ ପୁସ୍ତକମେଳା-୨୦୨୪ ଉଦ୍‌‌ଘାଟନ କରିଛନ୍ତି । ଭାରତର ପ୍ରାଚୀନ ଗ୍ରନ୍ଥ…

1 year ago