Tag Archives: dharmendra pradhan

ସମ୍ବଲପୁର ଲୋକସଭା ଆସନରୁ ଧର୍ମେନ୍ଦ୍ର ପ୍ରଧାନ ବିଜୟୀ

ସମ୍ବଲପୁର,୩।୬: ଓଡ଼ିଶାର ପ୍ରାୟ ୧୯ ଲୋକ ସଭା ଆସନରେ ଆଗରେ ଥିବା ବେଳେ ସମ୍ବଲପୁର ଆସନରୁ ବିଜୟୀ ହୋଇଛନ୍ତି ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫ ଲକ୍ଷ ୫୩ ହଜାର ୭୭୭ ଭୋଟ ମିଳିଥିବା ବେଳେ...

ଭାଜପା ଜିତିଲେ କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର ଦେଲେ ବଡ଼ ବୟାନ

ଭୁବନେଶ୍ୱର, ୩୧।୫: ଓଡ଼ିଶାରେ ଶେଷ ପର୍ଯ୍ୟ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହା ପୂର୍ବରୁ ରାଜ୍ୟରେ ସରକାର ଗଢିବା ନେଇ ଦୃଢକ୍ତି ପ୍ରକାଶ କରିଛନ୍ତି ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି ‘ମୁଁ ନିଶ୍ଚିତ...

ଖରାପ ପାଗ ଯୋଗୁ ୫ ନିର୍ବାଚନମଣ୍ଡଳୀରେ ପ୍ରଚାର କରିପାରିଲେନି ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୭।୫(ସୁନିତ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ମୟୂରଭଞ୍ଜ ଲୋକ ସଭା କ୍ଷେତ୍ରର ୬ଟି ନିର୍ବାଚନମଣ୍ଡଳୀରେ ଭାଜପା ପକ୍ଷରୁ ଆୟୋଜିତ ‘ବିଜୟ ସଂକଳ୍ପ ସଭା’ ସମେତ ବାରିପଦା ସହରରେ ରୋଡ୍‌ ଶୋ’ରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ମାତ୍ର ଖରାପ...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଖୁବ ବର୍ଷିଛନ୍ତି। ”ଜଣେ ଭଡ଼ାଟିଆକୁ ଆଣି...

ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍‌କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି ବୁଝିବେ। ଏ ସବୁକୁ ନେଇ ପ୍ରଶ୍ନ କଲେ ତାଙ୍କୁ କଷ୍ଟ ହେବା...

ରାଜନୀତିରୁ ନେଇଯିବେ ସନ୍ୟାସ, ଖୋଲା ଚ୍ୟାଲେଞ୍ଜ ଦେଲେ ପାଣ୍ଡିଆନ

ଭୁବନେଶ୍ୱର,୧୦।୫: ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ, ଦମ ଅଛି ତ…

ପାରଳାଖେମୁଣ୍ଡି,୪ା୫: ପାରାଳାଖେମୁଣ୍ଡିରେ ନବୀନଙ୍କ ପ୍ରଚାର ସଭାରେ ଧର୍ମେନ୍ଦ୍ରଙ୍କ ନାଁ ନନେଇ ଖୋଲା ଚ୍ୟାଲେଞ୍ଜ ଦେଲେ କାର୍ତ୍ତିକ ପାଣ୍ଡିଆନ। ଦମ ଅଛି ତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରୁ ଭାଜପା। ଧର୍ମେନ୍ଦ୍ର ମୁଖ୍ଯମନ୍ତ୍ରୀ ପ୍ରାର୍ଥୀ ହେଲେ ଭାଜପା ଓଡ଼ିଶାରେ...

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ସୌଜନ୍ୟମୂଳକ ସାକ୍ଷାତ ସହ ନିର୍ବାଚନ...

‘କାହିଁକି ସମ୍ବଲପୁରରୁ ଲଢ଼ିଲେ ବବି’, ରହିଛି ଦୁଇଟି କାରଣ!

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକ ସଭା ଆସନରେ ବଡ଼ ଲଢେଇ ଦେଖିବାକୁ ମିଳିବ। ରାଜ୍ୟ ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ର ଶିକ୍ଷା ଏବଂ ଉଦ୍ୟମତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢ଼ିବା ଘୋଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri