କେବଳ ପୁସ୍ତକ ଆମ ପରିଚୟକୁ ବ୍ୟାଖ୍ୟା କରିବାରେ ସାହାଯ୍ୟ କରିବ: ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ,୨୯ା୧: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନୂଆଦିଲ୍ଲୀ ବିଶ୍ୱ ପୁସ୍ତକମେଳା-୨୦୨୪ ଉଦ୍ଘାଟନ କରିଛନ୍ତି । ଭାରତର ପ୍ରାଚୀନ ଗ୍ରନ୍ଥ ଏବଂ ପୁସ୍ତକଗୁଡ଼ିକ କେବେ ନିଜ ଚମକ ହରାଇ ନାହିଁ ବୋଲି ପ୍ରଧାନ...
କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ: ପୁଣି ଧର୍ମେନ୍ଦ୍ର-ପ୍ରଣବ କଥା କଟାକଟି ଭୁବନେଶ୍ୱର, ୨୨।୧ (ଅସମାପିକା ସାହୁ): କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ ନେଇ ପୁଣି ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଧର୍ମେନ୍ଦ୍ର...
ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ସବୁ ଜାଣି ଅଜଣା ହେଉଛନ୍ତି ଧର୍ମେନ୍ଦ୍ର: ବିଜେଡି ଭୁବନେଶ୍ୱର,୨୦।୧(ଅନିଲ ଦାସ)-ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ସରକାରଙ୍କ ମିନି ରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି। ଟୁଇଟ୍ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏଭଳି ଜବାବ ଦେଇଛନ୍ତି ବିଜେଡି ସାଙ୍ଗଠନିକ...
ଓଡ଼ିଶାରେ ୧୫ ଲୋକ ସଭା ଆସନ ପାଇବ ଭାଜପା: ଧର୍ମେନ୍ଦ୍ର ଭୁବନେଶ୍ୱର, ୧୪।୧୨(ସୁନିତ୍ ମିଶ୍ର): ୨୦୨୪ ଲୋକ ସଭା ନିର୍ବାଚନରେ ଓଡ଼ିଶାରେ ଭାଜପା ଅତିକମ୍ରେ ୧୫ଟି ଆସନରେ ଜିତିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ନୂଆଦିଲ୍ଲୀଠାରେ ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହି ସୂଚନା ଦେଇଛନ୍ତି। ଧର୍ମେନ୍ଦ୍ର...
ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସେବକ ମଧୁସୂଦନ ସିଂହାରୀ...