Tag Archives: dhenkanal

ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଏହି ୩ ଜିଲାରରେ କାଳବୈଶାଖୀ ପ୍ରଭାବ ସମ୍ଭାବନା

ଭୁବନେଶ୍ୱର, ୧୮ା୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଢେଙ୍କାନାଳ ଏବଂ କଟକ ଜିଲା ସହିତ କଟକ ସହର ପାଇଁ ମଧ୍ୟମ ଘଡ଼ଘଡ଼ି ସହ ବିଜୁଳି ଏବଂ ପ୍ରବଳ ପବନ ସମ୍ଭାବନା ଥିବା ସୂଚନା ଦେଇ ଏକ ଅରେଞ୍ଜ ଆଲର୍ଟ ଜାରି...

ସ୍ତ୍ରୀ, ପୁଅ ସମେତ ୩ ଜଣଙ୍କୁ ଗୁଳି କଲେ ବ୍ୟକ୍ତି, ପଛରେ ଥିଲା ଏମିତି କାରଣ

ଢେଙ୍କାନାଳ,୭ା୪: ଶନିବାର ଢେଙ୍କାନାଳରେ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଉପୁଜିଥିବା ହିଂସାରେ ଗୋଟିଏ ପରିବାରର ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲାର ତାଳବରକୋଟ ଗାଁରେ ଘଟିଥିବା ଏହି ଘଟଣାରେ ମାୟାଧର ବେହେରା ନାମକ ଜଣେ ବ୍ୟକ୍ତି ଗୁଳି ଚଳାଇଥିବା...

ରୁଙ୍ଗଟା ମାଇନ୍ସରେ ଅଘଟଣ: ମେକାନିକାଲ ଷ୍ଟ୍ରକଚର୍‌ ଭୁଶୁଡ଼ି ଘଟଣାସ୍ଥଳରେ ୩ ମୃତ

ଢେଙ୍କାନାଳ,୨୪।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଝାଡ଼ବନ୍ଧ ଗ୍ରାମ ସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ କଂପାନୀରେ ଅଘଟଣ। ଏକ ମେକାନିକାଲ ଷ୍ଟ୍ରକଚର୍‌ ଭୁଷୁଡ଼ି ୩ଜଣ ଙ୍କ ମୃତ୍ୟୁ ଆଶଙ୍କା। ଭୁଷୁଡ଼ି ପଡ଼ିଥିବା କନଷ୍ଟ୍ରକସନ୍ ତଳେ ବହୁ ଶ୍ରମିକ ଚାପି...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ...

ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ପରେ , ତେଜିଲା ପ୍ରଶାସନ

ଢେଙ୍କାନାଳ,୧୧।୨: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟା ବଣିଆ ଥାନା କମଳାଙ୍ଗ ଗ୍ରାମ ବ୍ରାହ୍ମଣୀ ନଦୀ କୂଳରେ ଥିବା ବେଆଇନ ନାଲି ଇଟା ଭାଟିକୁ ପ୍ରଶାସନ ରବିବାର ଭାଙ୍ଗି ଦେଇଛି। ସକାଳେ ଜିଲାପାଳ ମନୋରଞ୍ଜନ ମଲିକଙ୍କ ନିର୍ଦ୍ଦେଶରେ ଓଡ଼ାପଡ଼ା ତହସିଲଦାର...

ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ: ପରିବର୍ତ୍ତନ ନ ହେଲେ ପରିସ୍ଥିତି ବଦଳିପାରେ

କାମାକ୍ଷାନଗର, ୨।୨ (ଅମଜାଦ ଖାନ୍‌) ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀ କଙ୍କଡ଼ାହାଡ଼ ବ୍ଲକର ୨୧ ପଞ୍ଚାୟତ, ପରଜଙ୍ଗ ବ୍ଲକର ୨୯ ସହିତ କାମାକ୍ଷାନଗର ବ୍ଲକର ୬ ପଞ୍ଚାୟତକୁ ନେଇ ଗଠିତ। ୨୦୦୯ ମସିହାରେ କଂଗ୍ରେସ ଛାଡ଼ି ବିଜେଡିକୁ ଆସିଥିବା...

ବିଦ୍ୟୁତ୍‌ ଖୁଣ୍ଟରେ ଧକ୍କା ହେଲା ଆମ୍ବୁଲାନ୍ସ

ଢେଙ୍କାନାଳ ଅଫିସ,୧୩।୨: ଢେଙ୍କାଳାଳ ସହରର ଭଗବାନପୁରଠାରେ ଏକ ୧୦୮ ଆମ୍ବୁଲାନ୍ସ ବିଦ୍ୟୁତ୍‌ ଖୁଣ୍ଟରେ ଧକ୍କା ହୋଇଛି। ଦୁର୍ଘଟଣାରେ ହେଲପର୍‌ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବାବେଳେ ରୋଗୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆମ୍ବୁଲାନ୍ସଟି ଯୋରନ୍ଦାରୁ ରୋଗୀ ନେଇ...

ଅଧିକାରୀଙ୍କ ହସ୍ତକ୍ଷେପ ପରେ ଉଠିଲା ଧାନ

କାମାକ୍ଷାନଗର, ୧୩।୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାଦୁଆ ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିରେ ମିଲରଙ୍କ ମନୋମୁଖୀ କାର୍ଯ୍ୟକୁ ନେଇ ସୋମବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଚାଷୀମାନେ କଙ୍କଡ଼ାହାଡ଼ରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି...

କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ

ପରଜଙ୍ଗ, ୧୩।୧(ଡି.ଏନ.ଏ.)-କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍‌ପି ଅନୁପମା ଜେମ୍‌ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ପରଜଙ୍ଗ ଥାନା ଏସ୍‌ଆଇ ପଦ୍ମନାଭ ଲେଙ୍କାଙ୍କୁ...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଶାଶୁ ଗୁରୁତର

ପରଜଙ୍ଗ, ୭।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ପଙ୍ଗାତିରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବାବେଳେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ,...

କାର ଧକ୍କାରେ ବାଇକ ଚାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପରଜଙ୍ଗ,୨୯।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥର ଦଦରାଘାଟି ଡ୍ୟାମଠାରୁ ଅଳ୍ପ ଦୂରରେ ରବିବାର ସାରେ ଏକ ଅଜଣା କାର ଧକ୍କାରେ କୁଲେଇ ଗ୍ରାମର ଚଗଲା ରଣା (୨୧)ଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ...

ହାତୀ ଉପଦ୍ରବ, ଚାଷୀ ଚିନ୍ତିତ

ବଇଣ୍ଡା, ୨୨।୧୨(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ମାଧପୁର, କଣ୍ଟେଇକୋଳିଆ, ଅଁଳାବେରେଣୀ, ନାଗାଝରଣ, ଅଶ୍ରୁବାହାଳ ଅଞ୍ଚଳରେ କିଛିଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ରାତିରେ ନିକଟ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image