DMRC

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ ସହ MOU ସ୍ୱାକ୍ଷର

ଭୁବନେଶ୍ୱର,୨୦।୧୧: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସୋମବାର ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ସହିତ ଏକ ବୁଝାମଣାପତ୍ର(ଏମଓୟୁ) ସ୍ୱାକ୍ଷର କରିଛନ୍ତି। ଭର୍ଚୁଆଲ୍‌ ପ୍ଲାଟଫର୍ମରେ…

1 year ago