Tag Archives: Durga Puja

କଟକରେ ମା’ ଦୁର୍ଗାଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ, ଦହିବରା ଆଳୁଦମ୍‌ର ନେବେ ମଜା

କଟକ,୧୨ା୧୦: ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଗସ୍ତ କରି ପୂଜାମଣ୍ଡପ ବୁଲୁଛନ୍ତି। କିଛି ସମୟ ତଳେ ମୁଖ୍ୟମନ୍ତ୍ରୀ କଟକ ଅଭିମୁଖେ ବାହାରି ପ୍ରଥମେ ପ୍ରତାପନଗରୀଠାରେ ପୂଜାମଣ୍ଡପରେ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ସେ...

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳ। ଘରେ ଘରେ ଏଥିପାଇଁ ଉତ୍ସାହ ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରେ ସପ୍ତମୀଠାରୁ ଏହି...

ଦଶହରାରେ ଘରେ କେଉଁଠି ରଖିବେ ମା’ ଦୁର୍ଗାଙ୍କ ମୂର୍ତ୍ତି, ଜାଣନ୍ତୁ କ’ଣ ରହିଛି ବାସ୍ତୁ ନିୟମ…

ଦଶହରା ସମୟରେ ମା’ ଦୁର୍ଗାଙ୍କର ଖୁବ୍‌ ସୁନ୍ଦର ସୁନ୍ଦର ମୂର୍ତ୍ତି ବିଭିନ୍ନ ପୂଜାମଣ୍ଡପରେ ଦେଖିବାକୁ ମିଳେ। ହେଲେ ଏମିତି ବି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ଘରେ ମା’ ଦୁର୍ଗାଙ୍କର ମୂର୍ତ୍ତି ରଖି ପୂଜାର୍ଚ୍ଚନା କରିଥାନ୍ତି। ତେବେ ଘରେ ମା’ଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image