ଭୂକମ୍ପ ଝଟକାରେ ଥରିଲା ୫ ଦେଶ, ଲୋକେ ଭୟଭୀତ, ବାଦ ପଡିଲାନି ଭାରତ କି ପାକିସ୍ତାନ
ନୂଆଦିଲ୍ଲୀ,୧୨।୪: ବିଶ୍ୱର ପ୍ରାୟ ୫ ଦେଶରେ ଶନିବାର ସକାଳୁ ଦ୍ୱିପ୍ରହର ମଧ୍ୟରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଏହା ରିକ୍ଟର ସ୍କେଲର ୪.୦ରୁ ୬.୫ ପର୍ଯ୍ୟନ୍ତ ଅନୁଭୂତ ହୋଇଛି। ଏସବୁ ଦେଶ ମଧ୍ୟରେ ରହିଛି ଭାରତ, ପାକିସ୍ତାନ, ତାଜାକିସ୍ତାନ, ଟୋଙ୍ଗା...