ସକାଳୁ ସକାଳୁ ଭୟଙ୍କର ଭୂମିକମ୍ପ: ଭୟରେ ଦୌଡିଲେ ଲୋକେ
ଦୁବାଇ,୨୫।୨: ସକାଳୁ ସକାଳୁ ଥରିଲା ଇଣ୍ଡୋନେସିଆ। ଇଣ୍ଡୋନେସିଆର ଉତ୍ତର ସୁଲାୱେସି ପ୍ରଦେଶର ଉପକୂଳରେ ୬.୧ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଅନୁଭବ କରିବା ମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂମିକମ୍ପରେ ହୋଇଥିବା...