Advertisement

Election 2024

ଏକ୍‌ଜିଟ୍‌ ପୋଲ୍‌ ଏବଂ ଓପିନିଅନ୍‌ ପୋଲ୍‌ ମଧ୍ୟରେ ଫରକ କ’ଣ? କେଉଁଭଳି ଭାବେ ଏକାଠି କରାଯାଏ ଡାଟା, ଜାଣନ୍ତୁ ସବିଶେଷ ଏକ୍‌ଜିଟ୍‌ ପୋଲ୍‌ ଏବଂ ଓପିନିଅନ୍‌ ପୋଲ୍‌ ମଧ୍ୟରେ ଫରକ କ’ଣ? କେଉଁଭଳି ଭାବେ ଏକାଠି କରାଯାଏ ଡାଟା, ଜାଣନ୍ତୁ ସବିଶେଷ 

ଏକ୍‌ଜିଟ୍‌ ପୋଲ୍‌ ଏବଂ ଓପିନିଅନ୍‌ ପୋଲ୍‌ ମଧ୍ୟରେ ଫରକ କ’ଣ? କେଉଁଭଳି ଭାବେ ଏକାଠି କରାଯାଏ ଡାଟା, ଜାଣନ୍ତୁ ସବିଶେଷ

ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ପହିଲା ଅପରାହ୍ନ ୬ଟାରେ ମତଦାନ ସମାପ୍ତ ହୋଇଯିବ। ଜୁନ୍‌ ୪ରେ ନିର୍ବାଚନ ଫଳାଫଳ ପ୍ରକାଶ…

11 months ago
ଭୋଟ ଦେଉଛି ଓଡ଼ିଶା: ଅପରାହ୍ନ ୧ଟା ସୁଦ୍ଧା ୩୫.୬୯% ଭୋଟିଂ ରେକର୍ଡଭୋଟ ଦେଉଛି ଓଡ଼ିଶା: ଅପରାହ୍ନ ୧ଟା ସୁଦ୍ଧା ୩୫.୬୯% ଭୋଟିଂ ରେକର୍ଡ

ଭୋଟ ଦେଉଛି ଓଡ଼ିଶା: ଅପରାହ୍ନ ୧ଟା ସୁଦ୍ଧା ୩୫.୬୯% ଭୋଟିଂ ରେକର୍ଡ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଲୋକ ସଭା ଏବଂ ବିଧାନସଭା ଲାଗି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଶନିବାର ଅପରାହ୍ନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯% ମତଦାନ ହୋଇଛି।…

11 months ago
୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି। ଏହି…

11 months ago
ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି।…

12 months ago
ଭାଜପାରେ ସାମିଲ ହେଲେ ‘ଅନୁପମା’ଭାଜପାରେ ସାମିଲ ହେଲେ ‘ଅନୁପମା’

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର ଅନେକ…

12 months ago
ବିଜେଡି ଛାଡ଼ିଲେ ସୁର ସେଠୀବିଜେଡି ଛାଡ଼ିଲେ ସୁର ସେଠୀ

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା…

12 months ago
ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାରନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ…

1 year ago
ଶାନ୍ତିପୂର୍ଣ୍ଣ ଏବଂ ପ୍ରଲୋଭନମୁକ୍ତ ସାଧାରଣ ନିର୍ବାଚନ ୨୦୨୪ ସୁନିଶ୍ଚିତ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶଶାନ୍ତିପୂର୍ଣ୍ଣ ଏବଂ ପ୍ରଲୋଭନମୁକ୍ତ ସାଧାରଣ ନିର୍ବାଚନ ୨୦୨୪ ସୁନିଶ୍ଚିତ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ

ଶାନ୍ତିପୂର୍ଣ୍ଣ ଏବଂ ପ୍ରଲୋଭନମୁକ୍ତ ସାଧାରଣ ନିର୍ବାଚନ ୨୦୨୪ ସୁନିଶ୍ଚିତ କରିବାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩।୪: ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଓ ପ୍ରଲୋଭନମୁକ୍ତ ନିର୍ବାଚନ ପାଇଁ ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନରେ ଆନ୍ତଃରାଜ୍ୟ ଓ ଅନ୍ତର୍ଜାତୀୟ ସୀମାରେ ଆଇନ ଶୃଙ୍ଖଳା ପରିସ୍ଥିତି,…

1 year ago
ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି: ଜାଣନ୍ତୁ ବିଧାନସଭା-ଲୋକ ସଭା ନିର୍ବାଚନ ଲାଗି କିଏ ପାଇଲେ ଟିକେଟ…ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି: ଜାଣନ୍ତୁ ବିଧାନସଭା-ଲୋକ ସଭା ନିର୍ବାଚନ ଲାଗି କିଏ ପାଇଲେ ଟିକେଟ…

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି: ଜାଣନ୍ତୁ ବିଧାନସଭା-ଲୋକ ସଭା ନିର୍ବାଚନ ଲାଗି କିଏ ପାଇଲେ ଟିକେଟ…

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି। ବିଧାନସଭା ଏବଂ ଲୋକ ସଭା ପାଇଁ ବିଜେଡି ସୁପ୍ରିମୋ…

1 year ago
ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜରବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍‌। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ…

1 year ago
ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି।…

1 year ago
ନିର୍ବାଚନରେ ଆଦର୍ଶ ଆଚରଣ ବିଧି କ’ଣ? ଲାଗୁ ହେବା ପରେ କାହା ଉପରେ ଲାଗିଯାଏ ପ୍ରତିବନ୍ଧକ? ଜାଣନ୍ତୁ…ନିର୍ବାଚନରେ ଆଦର୍ଶ ଆଚରଣ ବିଧି କ’ଣ? ଲାଗୁ ହେବା ପରେ କାହା ଉପରେ ଲାଗିଯାଏ ପ୍ରତିବନ୍ଧକ? ଜାଣନ୍ତୁ…

ନିର୍ବାଚନରେ ଆଦର୍ଶ ଆଚରଣ ବିଧି କ’ଣ? ଲାଗୁ ହେବା ପରେ କାହା ଉପରେ ଲାଗିଯାଏ ପ୍ରତିବନ୍ଧକ? ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୩: ୨୦୨୪ ଲୋକ ସଭା ସହ ଓଡ଼ିଶା ବିଧାନସଭା ଲାଗି ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ଦେଶରେ ୭ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ…

1 year ago