ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା, Encounterରେ ୬ ନକ୍ସଲ ନିପାତ
ଲାଲପନିଆ(ବୋକାରୋ),୨୧।୪: ବୋକାରୋ ଜିଲାର ଲୁଗୁ ପାହାଡ଼ ପାଦଦେଶରେ ନକ୍ସଲ, ପୋଲିସ ଏବଂ ସିଆରପିଏଫ ଟିମ୍ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି Encounterରେ ୬ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀର ଏହି ଟିମ୍ କୋଇଲା...