ଅସହ୍ୟ ବୈବାହିକ ବିବାଦ: ଇଞ୍ଜିନିୟରଙ୍କ ଆତ୍ମହତ୍ୟା ବେଙ୍ଗାଲୁରୁ, ୭।୪: ବେଙ୍ଗାଲୁରୁର ଗଣିଗରାହଲ୍ଲୀ ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ସୋମବାର ସଫ୍ଟଓ୍ବେର ଇଞ୍ଜିନିୟର ପ୍ରଶାନ୍ତ ନାୟାର(୪୦) ରଶିରେ ଝୁଲି ଆତ୍ମହତ୍ୟା କରିଛନ୍ତି। ପ୍ରଶାନ୍ତଙ୍କ ବିବାହ ୧୨ ବର୍ଷ ତଳେ ବେଙ୍ଗାଲୁରୁରେ କାର୍ଯ୍ୟରତ ସଫ୍ଟଓ୍ବେର ଇଞ୍ଜିନିୟର ପୂଜା ନାୟାରଙ୍କ ସହ ହୋଇଥିଲା।...