Advertisement

Entertainment News

ନିରବିଲେ ‘ଆଓଗେ ଜବ୍‌ ତୁମ୍‌ ଓ ସାଜ୍‌ନା’ ଗାୟକ ଉସ୍ତାଦ ରଶିଦ ଖାନ୍‌, ୫୫ ବର୍ଷରେ ପରଲୋକନିରବିଲେ ‘ଆଓଗେ ଜବ୍‌ ତୁମ୍‌ ଓ ସାଜ୍‌ନା’ ଗାୟକ ଉସ୍ତାଦ ରଶିଦ ଖାନ୍‌, ୫୫ ବର୍ଷରେ ପରଲୋକ

ନିରବିଲେ ‘ଆଓଗେ ଜବ୍‌ ତୁମ୍‌ ଓ ସାଜ୍‌ନା’ ଗାୟକ ଉସ୍ତାଦ ରଶିଦ ଖାନ୍‌, ୫୫ ବର୍ଷରେ ପରଲୋକ

କୋଲକାତା: ଖ୍ୟାତନାମା ଗାୟକ ଉସ୍ତାଦ ରଶିଦ ଖାନ୍‌ ଆଉ ନାହାନ୍ତି। ଦୀର୍ଘ ବର୍ଷ ଧରି କ୍ୟାନ୍‌ସର ସହ ଲଢ଼େଇରେ ହାରି ଯାଇଛନ୍ତି ସେ। କୋଲକାତାର ଏକ ଡାକ୍ତରଖାନାରେ…

1 year ago
‘ମୁଁ ପୁର୍ନଜନ୍ମ ପାଇଛି’‘ମୁଁ ପୁର୍ନଜନ୍ମ ପାଇଛି’

‘ମୁଁ ପୁର୍ନଜନ୍ମ ପାଇଛି’

ବମ୍ବେ: ବଲିଉଡ୍‌ ଅଭିନେତା ଶ୍ରେୟାସ ତଲପଡେଙ୍କ ପାଇଁ ଗତ ମାସ ବେଶ କଷ୍ଟକର ଥିଲା। ଡିସେମ୍ବର ୧୪ରେ ସେ ‘ଓ୍ବେଲକମ୍‌ ଟୁ ଦ ଜଙ୍ଗଲ’ର ଶୁଟିଂ କରୁଥିଲେ।…

1 year ago
ବାପାଙ୍କ ବିବାହରେ ସରପ୍ରାଇଜ୍‌ ଦେଲେ ପୁଅବାପାଙ୍କ ବିବାହରେ ସରପ୍ରାଇଜ୍‌ ଦେଲେ ପୁଅ

ବାପାଙ୍କ ବିବାହରେ ସରପ୍ରାଇଜ୍‌ ଦେଲେ ପୁଅ

ବଲିଉଡ୍‌ ଅଭିନେତା ଅରବାଜ ଖାନ ମେକଅପ କଳାକାର ଶୌରା ଖାନଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି। ଏହି ଦମ୍ପତି ଭଉଣୀ ଅର୍ପିତା ଖାନଙ୍କ ଘରେ ବିବାହ କରିଥିଲେ। ଅନେକ…

1 year ago
ଭାଇବୋହୂଙ୍କ ସହ ଡ୍ୟାନ୍ସ କଲେ ସଲମାନଭାଇବୋହୂଙ୍କ ସହ ଡ୍ୟାନ୍ସ କଲେ ସଲମାନ

ଭାଇବୋହୂଙ୍କ ସହ ଡ୍ୟାନ୍ସ କଲେ ସଲମାନ

ବଲିଉଡ୍‌ ଅଭିନେତା ଅରବାଜ ଖାନ ମେକଅପ କଳାକାର ଶୌରା ଖାନଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି। କରିଥିଲେ। ଅରବାଜ-ଶୌରାଙ୍କ ବିବାହ ଭଉଣୀ ଅର୍ପିତା ଖାନଙ୍କ ଘରେ ହୋଇଥିଲା। ସଲମାନଙ୍କ…

1 year ago
ଝିଅଙ୍କ ସହ ୧୨ ଜ୍ୟୋତିର୍ଲିଙ୍ଗ ଦର୍ଶନ ଯାତ୍ରା ଶେଷ କଲେ ରବିନା, ଶିଳ୍ପା କହିଲେ-ଅଦ୍ଭୁତଝିଅଙ୍କ ସହ ୧୨ ଜ୍ୟୋତିର୍ଲିଙ୍ଗ ଦର୍ଶନ ଯାତ୍ରା ଶେଷ କଲେ ରବିନା, ଶିଳ୍ପା କହିଲେ-ଅଦ୍ଭୁତ

ଝିଅଙ୍କ ସହ ୧୨ ଜ୍ୟୋତିର୍ଲିଙ୍ଗ ଦର୍ଶନ ଯାତ୍ରା ଶେଷ କଲେ ରବିନା, ଶିଳ୍ପା କହିଲେ-ଅଦ୍ଭୁତ

ବମ୍ବେ: ଅଭିନେତ୍ରୀ ହେଲେ ହେଁ ବେଶ ଧାର୍ମିକ। ଆମେ କହୁଛୁ ଅଭିନେତ୍ରୀ ରବିନା ଟଣ୍ଡନଙ୍କ କଥା। ନିକଟରେ ସେ ଝିଅ ରାଶାଙ୍କ ସହ ୧୨ ଜୋତିର୍ଲିଙ୍ଗ ଦର୍ଶନ…

1 year ago
୧୧ ବର୍ଷ ପରେ ବ୍ରେକ୍‌ଅପ୍‌, ପ୍ରେମିକା ତାନ୍ୟାଙ୍କଠାରୁ ଅଲଗା ହେଲେ ସୁନୀଲ ସେଟ୍ଟୀଙ୍କ ପୁଅ!୧୧ ବର୍ଷ ପରେ ବ୍ରେକ୍‌ଅପ୍‌, ପ୍ରେମିକା ତାନ୍ୟାଙ୍କଠାରୁ ଅଲଗା ହେଲେ ସୁନୀଲ ସେଟ୍ଟୀଙ୍କ ପୁଅ!

୧୧ ବର୍ଷ ପରେ ବ୍ରେକ୍‌ଅପ୍‌, ପ୍ରେମିକା ତାନ୍ୟାଙ୍କଠାରୁ ଅଲଗା ହେଲେ ସୁନୀଲ ସେଟ୍ଟୀଙ୍କ ପୁଅ!

ବମ୍ବେ: ୧୧ ବର୍ଷର ପ୍ରେମ ସମ୍ପର୍କରେ ପଡ଼ିଲା ଭଟ୍ଟା। ପ୍ରେମିକା ତାନ୍ୟା ଶ୍ରଫଙ୍କଠାରୁ ଅଲଗା ହୋଇଛନ୍ତି ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀଙ୍କ ପୁଅ ଅହାନ। ଏହାକୁ ୨ମାସରୁ…

1 year ago
ପାର୍ଟିରେ ଅଭିଷେକଙ୍କୁ ଆଲିଙ୍ଗନ କଲେ ସଲମାନ୍‌; ଭିଡିଓ ଭାଇରାଲ ପରେ ବଢ଼ୁଛି ଚର୍ଚ୍ଚାପାର୍ଟିରେ ଅଭିଷେକଙ୍କୁ ଆଲିଙ୍ଗନ କଲେ ସଲମାନ୍‌; ଭିଡିଓ ଭାଇରାଲ ପରେ ବଢ଼ୁଛି ଚର୍ଚ୍ଚା

ପାର୍ଟିରେ ଅଭିଷେକଙ୍କୁ ଆଲିଙ୍ଗନ କଲେ ସଲମାନ୍‌; ଭିଡିଓ ଭାଇରାଲ ପରେ ବଢ଼ୁଛି ଚର୍ଚ୍ଚା

ବମ୍ବେ: ବଲିଉଡରେ ଐଶ୍ୱର୍ଯ୍ୟା ରାୟ-ସଲମାନ ଖାନ୍‌ଙ୍କ ପ୍ରେମ ସମ୍ପର୍କ ବିଷୟରେ କାହାକୁ ବା ଅଛପା। ଏକ ସମୟରେ ଦୁହେଁ ଚର୍ଚ୍ଚିତ ଯୋଡ଼ି ଥିଲେ। ହେଲେ ଐଶ୍ୱର୍ଯ୍ୟା ବାଟ…

1 year ago
ଶୁଭେଚ୍ଛା! ପୁଣି ବିବାହ କରିବାକୁ ଯାଉଛନ୍ତି ୫୬ ବର୍ଷୀୟ ଅରବାଜ୍‌, ଜାଣନ୍ତୁ କିଏ ହେବେ ଜୀବନସାଥୀଶୁଭେଚ୍ଛା! ପୁଣି ବିବାହ କରିବାକୁ ଯାଉଛନ୍ତି ୫୬ ବର୍ଷୀୟ ଅରବାଜ୍‌, ଜାଣନ୍ତୁ କିଏ ହେବେ ଜୀବନସାଥୀ

ଶୁଭେଚ୍ଛା! ପୁଣି ବିବାହ କରିବାକୁ ଯାଉଛନ୍ତି ୫୬ ବର୍ଷୀୟ ଅରବାଜ୍‌, ଜାଣନ୍ତୁ କିଏ ହେବେ ଜୀବନସାଥୀ

ବମ୍ବେ: ହାତକୁ ଦୁଇ ହାତ ହେବେ ବଲିଉଡ୍‌ ଅଭିନେତା ଅରବାଜ ଖାନ୍‌। ମଲାଇକା ଅରୋରାଙ୍କଠାରୁ ଛାଡ଼ପତ୍ର ଏବଂ ଜର୍ଜିୟା ଆଣ୍ଡ୍ରିୟାନୀଙ୍କ ସହ ବ୍ରେକ୍‌ଅପ୍‌ ପରେ ଏବେ ଅଭିନେତାଙ୍କୁ…

1 year ago
ପରଦାରେ ‘ଡଙ୍କି’: ମିଳିଲା ୪ ଷ୍ଟାର ରେଟିଂ, ପ୍ରଶଂସକ କହୁଛନ୍ତି ‘ମାଷ୍ଟରପିସ୍‌’ପରଦାରେ ‘ଡଙ୍କି’: ମିଳିଲା ୪ ଷ୍ଟାର ରେଟିଂ, ପ୍ରଶଂସକ କହୁଛନ୍ତି ‘ମାଷ୍ଟରପିସ୍‌’

ପରଦାରେ ‘ଡଙ୍କି’: ମିଳିଲା ୪ ଷ୍ଟାର ରେଟିଂ, ପ୍ରଶଂସକ କହୁଛନ୍ତି ‘ମାଷ୍ଟରପିସ୍‌’

ବମ୍ବେ: ‘ପଠାନ୍‌’ ଏବଂ ‘ଜଓ୍ବାନ୍‌’ ପରେ କିଙ୍ଗ୍‌ ଖାନ୍‌ଙ୍କ ‘ଡଙ୍କି’ ଏବ ବଡ଼ ପରଦାରେ ରିଲିଜ ହୋଇଛି। ଆଡଭାନ୍ସ ବୁକିଂରେ ପ୍ରଥମରୁ ଏହା ରେକର୍ଡ କରିଥିବା ବେଳେ…

1 year ago
ଏହି ହ୍ୟାଣ୍ଡସମ୍‌ ହଙ୍କ୍‌ଙ୍କୁ ଡେଟ୍‌ କରୁଛନ୍ତି ଆନିମଲ୍‌ ଫେମ୍‌ ତୃପ୍ତି! ଫଟୋ ହେଉଛି ଭାଇରାଲ…ଏହି ହ୍ୟାଣ୍ଡସମ୍‌ ହଙ୍କ୍‌ଙ୍କୁ ଡେଟ୍‌ କରୁଛନ୍ତି ଆନିମଲ୍‌ ଫେମ୍‌ ତୃପ୍ତି! ଫଟୋ ହେଉଛି ଭାଇରାଲ…

ଏହି ହ୍ୟାଣ୍ଡସମ୍‌ ହଙ୍କ୍‌ଙ୍କୁ ଡେଟ୍‌ କରୁଛନ୍ତି ଆନିମଲ୍‌ ଫେମ୍‌ ତୃପ୍ତି! ଫଟୋ ହେଉଛି ଭାଇରାଲ…

ବମ୍ବେ: ବ୍ୟବସାୟୀଙ୍କୁ ଡେଟ୍‌ କରୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ସଦ୍ୟ ନ୍ୟାଶନାଲ କ୍ରସ୍‌ ଆଖ୍ୟା ପାଇଥିବା ତୃପ୍ତି ଡିମ୍ରି। ନିକଟରେ ରିଲିଜ ହୋଇଥିବା ‘ଆନିମଲ’ ଯୋଗେ ରାତାରାତି…

1 year ago
ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍‌କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍‌କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌

ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍‌କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌

ମୁମ୍ବାଇ,୧୦।୧୨: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ପଡ଼ିଛି ମହଙ୍ଗା। ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାଁ ଏବଂ ଅଜୟ ଦେବଗନଙ୍କୁ ନୋଟିସ୍‌…

1 year ago