Advertisement

Entertainment

ଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଆଲିଆଙ୍କ ବଡ଼ ଭଉଣୀଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଆଲିଆଙ୍କ ବଡ଼ ଭଉଣୀ

ଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଆଲିଆଙ୍କ ବଡ଼ ଭଉଣୀ

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ…

1 week ago
ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ ବିତିଛି।…

2 weeks ago
ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଗୌହର ଖାନ୍‌ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଗୌହର ଖାନ୍‌

ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି ଗୌହର ଖାନ୍‌

ମୁମ୍ବାଇ: ପୁଣି ଥରେ ମା’ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଗୌହର ଖାନ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସେ ଏହି ଖୁସିଖବର ଜଣାଇଛନ୍ତି। ୨୦୨୩ରେ ସେ…

2 weeks ago
କପିଲଙ୍କୁ ନେଇ ଚିନ୍ତାରେ ପ୍ରଶଂସକକପିଲଙ୍କୁ ନେଇ ଚିନ୍ତାରେ ପ୍ରଶଂସକ

କପିଲଙ୍କୁ ନେଇ ଚିନ୍ତାରେ ପ୍ରଶଂସକ

ମୁମ୍ବାଇ: ଖ୍ୟାତନାମା କମେଡିଆନ୍‌ ତଥା ଅଭିନେତା କପିଲ ଶର୍ମା ପୁଣି ଚର୍ଚ୍ଚାରେ। ସେ ବି ନିଜର ଚେହେରାକୁ ନେଇ। ତାଙ୍କର ଏକ ଭିଡିଓ ଭାଇରାଲ ହେଉଥିବା ବେଳେ…

2 weeks ago
୬ ବର୍ଷ ପରେ Indian Idol ଛାଡ଼ିଲେ ବିଶାଲ ଦଦଲାନୀ, ଏହି କାରଣ ପାଇଁ…୬ ବର୍ଷ ପରେ Indian Idol ଛାଡ଼ିଲେ ବିଶାଲ ଦଦଲାନୀ, ଏହି କାରଣ ପାଇଁ…

୬ ବର୍ଷ ପରେ Indian Idol ଛାଡ଼ିଲେ ବିଶାଲ ଦଦଲାନୀ, ଏହି କାରଣ ପାଇଁ…

ମୁମ୍ବାଇ: ସୋନି ଟିଭିର ଲୋକପ୍ରିୟ ରିଆଲିଟି ଶୋ’ ମଧ୍ୟରୁ ‘ଇଣ୍ଡିଆନ ଆଇଡଲ’ ଅନ୍ୟତମ। ନିକଟରେ ଏହାର ଗ୍ରାଣ୍ଡ ଫାଇନାଲ ହୋଇଥିଲା। କୋଲକାତାର ୨୪ ବର୍ଷୀୟ ମାନସୀ ଘୋଷ…

3 weeks ago
ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତାଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା

ଜୀବନ ଯୁଦ୍ଧରେ ହାରିଗଲେ ଆଉ ଜଣେ ଭେଟେରାନ ଅଭିନେତା

ମୁମ୍ବାଇ: ଆଜିର ଦିନ ଭାରତୀୟ ସିନେମା ଲାଗି ବହୁତ ଖରାପ ଥିଲା। ସକାଳେ ଭେଟେରାନ ମନୋଜ କୁମାରଙ୍କ ପରଲୋକ ଖବର ଆସିଥିବା ବେଳେ ପୁଣି ଜଣେ ଅଭିନେତାଙ୍କ…

3 weeks ago
ହାଇଦ୍ରାବାଦର ଜ୍ୱାଇଁ ହେବାକୁ ଯାଉଛନ୍ତି ପ୍ରଭାସ, ହେଲା ବିବାହ ପକ୍କା !ହାଇଦ୍ରାବାଦର ଜ୍ୱାଇଁ ହେବାକୁ ଯାଉଛନ୍ତି ପ୍ରଭାସ, ହେଲା ବିବାହ ପକ୍କା !

ହାଇଦ୍ରାବାଦର ଜ୍ୱାଇଁ ହେବାକୁ ଯାଉଛନ୍ତି ପ୍ରଭାସ, ହେଲା ବିବାହ ପକ୍କା !

ହାଇଦ୍ରାବାଦ: ଟଲିଉଡ୍‌ ଷ୍ଟାର ପ୍ରଭାସ ‘ମୋଷ୍ଟ ଏଲିଜିବୁଲ୍‌ ବ୍ୟାଚେଲର’ ମଧ୍ୟରୁ ଜଣେ। ପ୍ରାୟତଃ ତାଙ୍କର ବିବାହକୁ ନେଇ ଅନେକ ଖବର ସାମ୍ନାକୁ ଆସିଥାଏ। ସହ ଅଭିନେତ୍ରୀ ଅନୁଷ୍କାଙ୍କ…

1 month ago
ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କୌଣସି ପ୍ରମାଣ ନାହିଁ…CBI କ୍ଲୋଜର୍‌ ରିପୋର୍ଟରେ କ’ଣ କ’ଣ ଅଛି?

ନୂଆଦିଲ୍ଲୀ, ୨୩।୩: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବିଭିନ୍ନ ଜାତୀୟ…

1 month ago
ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କାପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା

ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା

ମୁମ୍ବାଇ: ବ୍ରେକ୍‌ଅପ୍‌ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍‌ସ୍କ୍ରିନ ଏବଂ ଅଫସ୍କ୍ରିନ୍‌ କେମେଷ୍ଟ୍ରି ମନ…

1 month ago
ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତିଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି

ଛାତିରେ ପ୍ରବଳ ଯନ୍ତ୍ରଣା ପରେ AR Rahman ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୧୬।୩: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଖ୍ୟାତନାମା ସଂଗୀତକାର ଏ.ଆର୍‌. ରେହମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଉଛି। ରବିବାର ସକାଳେ ରେହମାନଙ୍କର…

1 month ago
ଦୁଇ ସନ୍ତାନର ମା’ ହେବେ କାର୍ତ୍ତିକଙ୍କ ଜୀବନସାଥୀ! ଜବାବ ଶୁଣି ସମସ୍ତେ ଚକିତଦୁଇ ସନ୍ତାନର ମା’ ହେବେ କାର୍ତ୍ତିକଙ୍କ ଜୀବନସାଥୀ! ଜବାବ ଶୁଣି ସମସ୍ତେ ଚକିତ

ଦୁଇ ସନ୍ତାନର ମା’ ହେବେ କାର୍ତ୍ତିକଙ୍କ ଜୀବନସାଥୀ! ଜବାବ ଶୁଣି ସମସ୍ତେ ଚକିତ

ମୁମ୍ବାଇ: ଏକାଧିକ ଅଭିନେତ୍ରୀଙ୍କୁ ଡେଟ୍‌ କରିବା ପରେ ବ୍ରେକ୍‌ଅପ୍‌ କରିନେଇଥିଲେ ଅଭିନେତା କାର୍ତ୍ତିକ ଆର୍ୟନ। ଏଣୁ ଫିଲ୍ମରେ ସଫଳ ହେଲେ ହେଁ ପ୍ରେମ ଜୀବନରେ ସେତେଟା ନୁହେଁ…

2 months ago
ଗୁଟ୍‌ଖା ବିଜ୍ଞାପନ କରି ଫସିଲେ ଶାହାରୁଖ-ଅଜୟ-ଟାଇଗରଗୁଟ୍‌ଖା ବିଜ୍ଞାପନ କରି ଫସିଲେ ଶାହାରୁଖ-ଅଜୟ-ଟାଇଗର

ଗୁଟ୍‌ଖା ବିଜ୍ଞାପନ କରି ଫସିଲେ ଶାହାରୁଖ-ଅଜୟ-ଟାଇଗର

ମୁମ୍ବାଇ: ଅଭିନେତା ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫ ଏକ ବିଜ୍ଞାପନ ଯୋଗୁ ଆଇନଗତ ସମସ୍ୟାରେ ପଡ଼ିଛନ୍ତି। ଜୟପୁର ଜିଲା ଉପଭୋକ୍ତା କମିଶନ ଭ୍ରାମକ…

2 months ago