ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା...