Advertisement

Fire

କୁଏଟ୍‌ ବିଲ୍ଡିଂ ନିଆଁରେ ଓଡ଼ିଆ ଯୁବକ ମୃତକୁଏଟ୍‌ ବିଲ୍ଡିଂ ନିଆଁରେ ଓଡ଼ିଆ ଯୁବକ ମୃତ

କୁଏଟ୍‌ ବିଲ୍ଡିଂ ନିଆଁରେ ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ, ୧୪।୬ (ପି.ଟି.): କୁଏଟ୍‌ର ଅଲ୍‌-ମନ୍‌ଗଫ୍‌ ସିଟିସ୍ଥିତ ଏକ ବିଲ୍ଡିରେ ବୁଧବାର ନିଆଁ ଲାଗିବାରୁ ୪୫ ଜଣ ଭାରତୀୟ ଶ୍ରମିକ ପ୍ରାଣ ହରାଇଛନ୍ତି। ଭାରତୀୟ ମୃତକଙ୍କ ଶବକୁ…

10 months ago
ପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତିପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି

ପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଅଲାରୀଠାରେ ଏକ ପିଚୁ ପ୍ଲାଣ୍ଟରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା…

10 months ago
ରାଜଧାନୀର ଏହି ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ୩ ଜଣଙ୍କ ମୃତ୍ୟୁରାଜଧାନୀର ଏହି ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ୩ ଜଣଙ୍କ ମୃତ୍ୟୁ

ରାଜଧାନୀର ଏହି ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୮ା୬: ରାଜଧାନୀ ଦିଲ୍ଲୀର ନରେଲା ଇଣ୍ଡଷ୍ଟ୍ରିଆଲ୍‌ ଅଞ୍ଚଳରେ ଶନିବାର ସକାଳୁ ଏକ ଫ୍ଟ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡରେ ବର୍ତ୍ତମାନ ପର୍ଯ୍ୟନ୍ତ ୩…

11 months ago
ପୁଣି ରାଜଧାନୀର ଏକ ହସ୍ପିଟାଲ୍‌ରେ ଲାଗିଲା ଭୟଙ୍କର ନିଆଁପୁଣି ରାଜଧାନୀର ଏକ ହସ୍ପିଟାଲ୍‌ରେ ଲାଗିଲା ଭୟଙ୍କର ନିଆଁ

ପୁଣି ରାଜଧାନୀର ଏକ ହସ୍ପିଟାଲ୍‌ରେ ଲାଗିଲା ଭୟଙ୍କର ନିଆଁ

ନୂଆଦିଲ୍ଲୀ,୫ା୬: ଦେଶର ରାଜଧାନୀରେ ଭୟଙ୍କର ନିଆଁ। ପୁଣିଥରେ ଦିଲ୍ଲୀର ଏକ ହସ୍ପିଟାଲରେ ନିଆଁ ଲାଗିଛି। ଲଜପତ୍‌ ନଗର ଅନ୍ତର୍ଗତ ଏହି ହସ୍ପିଟାଲର ଲିଫ୍ଟରେ ନିଆଁ ଲାଗିଥିବା ବେଳେ…

11 months ago
ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳାଙ୍କ ଜୀବନ ଗଲା, ବଞ୍ଚାଇବାକୁ ଯାଇ ସ୍ବାମୀ-ପୁଅ ଆହତଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳାଙ୍କ ଜୀବନ ଗଲା, ବଞ୍ଚାଇବାକୁ ଯାଇ ସ୍ବାମୀ-ପୁଅ ଆହତ

ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳାଙ୍କ ଜୀବନ ଗଲା, ବଞ୍ଚାଇବାକୁ ଯାଇ ସ୍ବାମୀ-ପୁଅ ଆହତ

ଖଲ୍ଲିକୋଟ,୨୯ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ସିକୁଳା ଗ୍ରାମର ଜଣେ ମହିଳା ଗ୍ୟାସ୍‌ଚୁଲାରୁ ନିଆଁ ଲାଗି ଗୁରୁତର ଅବସ୍ଥାରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା…

11 months ago
ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ…

11 months ago
ବେବି କେୟାର ସେଣ୍ଟର ଅଗ୍ନିକାଣ୍ଡକୁ ନେଇ କେଜ୍‌ରିଓ୍ବାଲ କହିଲେ…ବେବି କେୟାର ସେଣ୍ଟର ଅଗ୍ନିକାଣ୍ଡକୁ ନେଇ କେଜ୍‌ରିଓ୍ବାଲ କହିଲେ…

ବେବି କେୟାର ସେଣ୍ଟର ଅଗ୍ନିକାଣ୍ଡକୁ ନେଇ କେଜ୍‌ରିଓ୍ବାଲ କହିଲେ…

ନୂଆଦିଲ୍ଲୀ,୨୬ା୫: ଦିଲ୍ଲୀର ବିବେକ ବିହାରର ବେବି କେୟାର ସେଣ୍ଟରରେ ହୋଇଥିବା ଅଗ୍ନିକାଣ୍ଡରେ ୭ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗଭୀର ଉଦ୍‌ବେଗ…

11 months ago
ଗେମିଂ ଜୋନ୍‌ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁଗେମିଂ ଜୋନ୍‌ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ

ଗେମିଂ ଜୋନ୍‌ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ

ଗାନ୍ଧୀନଗର,୨୫ା୫: ଗୁଜରାଟର ରାଜକୋଟସ୍ଥିତ ଏକ ଗେମିଂ ଜୋନ୍‌ରେ ଶନିବାର ନିଆଁ ଲାଗିବାରୁ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ…

11 months ago
ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା ଜିଲାର…

12 months ago
ଯେତିକି ଲିଭୁଛି, ସେତିକି ଜଳୁଛିଯେତିକି ଲିଭୁଛି, ସେତିକି ଜଳୁଛି

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ଯେତିକି…

12 months ago
ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି ସମୟରେ…

12 months ago
ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିିହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଭୟଙ୍କର…

12 months ago