Advertisement

Fire

ମହାକାଳ ମନ୍ଦିରରେ ନିଆଁ, ୫ ପୁରୋହିତଙ୍କ ସମେତ ୧୩ ଆହତମହାକାଳ ମନ୍ଦିରରେ ନିଆଁ, ୫ ପୁରୋହିତଙ୍କ ସମେତ ୧୩ ଆହତ

ମହାକାଳ ମନ୍ଦିରରେ ନିଆଁ, ୫ ପୁରୋହିତଙ୍କ ସମେତ ୧୩ ଆହତ

ଭୋପାଳ,୨୫।୩: ଉଜୈନର ମହାକାଳ ମନ୍ଦିରରେ ସୋମବାର ଆରତି ସମୟରେ ନିଆଁ ଲାଗି ୫ ପୁରୋହିତଙ୍କ ସମେତ ୧୩ ଜଣ  ଆହତ ହୋଇଛନ୍ତି। ଭସ୍ମ ଆରତି ସମୟରେ  ନିଆଁ…

1 year ago
ଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେ

ଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେ

ଜୟପୁର,୨୧ା୩: ଜୟପୁରର ବିଶ୍ୱକର୍ମାଠାରେ ଅବସ୍ଥିତ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୫ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଦୁର୍ଘଟଣାରେ ଗୋଟିଏ…

1 year ago
ଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ରେ କାମ ବନ୍ଦଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ରେ କାମ ବନ୍ଦ

ଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ରେ କାମ ବନ୍ଦ

ଓ୍ବାଶିଂଟନ,୨୯ା୨: ଟେକ୍ସାସ ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି। ଫଳରେ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ବୁଧବାର ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରି…

1 year ago
ଚିଲିରେ ଜଳୁଛି ଜଙ୍ଗଲ: ମୃତ୍ୟୁସଂଖ୍ୟା ୧୧୨କୁ ବୃଦ୍ଧି, ଜରୁରିକାଳୀନ ପରିସ୍ଥିତି ଘୋଷଣା କଲେ ସରକାରଚିଲିରେ ଜଳୁଛି ଜଙ୍ଗଲ: ମୃତ୍ୟୁସଂଖ୍ୟା ୧୧୨କୁ ବୃଦ୍ଧି, ଜରୁରିକାଳୀନ ପରିସ୍ଥିତି ଘୋଷଣା କଲେ ସରକାର

ଚିଲିରେ ଜଳୁଛି ଜଙ୍ଗଲ: ମୃତ୍ୟୁସଂଖ୍ୟା ୧୧୨କୁ ବୃଦ୍ଧି, ଜରୁରିକାଳୀନ ପରିସ୍ଥିତି ଘୋଷଣା କଲେ ସରକାର

ସାଣ୍ଟିଆଗୋ,୫ା୨: କେନ୍ଦ୍ରୀୟ ଚିଲିରେ ଜଙ୍ଗଲ ଜଳୁଛି। ଏହି ନିଆଁ ଏତେ ଭୟଙ୍କର ଯେ, ବର୍ତ୍ତମାନ ସୁଦ୍ଧା ୧୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬୦୦ ଘର ଜଳିପୋଡ଼ି…

1 year ago
ପାଇପ୍‌ ଡିପୋରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପାଇପ୍‌ପାଇପ୍‌ ଡିପୋରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପାଇପ୍‌

ପାଇପ୍‌ ଡିପୋରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ପାଇପ୍‌

ରାୟଗଡ଼ା,୯ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକର ଖୁରିଗାଁ ପେଟ୍ରୋଲ ପମ୍ପ ନିକଟ ମେଗା ଜଳ ପ୍ରକଳ୍ପରେ ଶନିବାର ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାଣି…

1 year ago
କୋଇଲା ପ୍ଲାଣ୍ଟରେ ନିଆଁ: ଜିଅନ୍ତା ଜଳିଗଲେ ୨୫, ଅନେକ ଆହତକୋଇଲା ପ୍ଲାଣ୍ଟରେ ନିଆଁ: ଜିଅନ୍ତା ଜଳିଗଲେ ୨୫, ଅନେକ ଆହତ

କୋଇଲା ପ୍ଲାଣ୍ଟରେ ନିଆଁ: ଜିଅନ୍ତା ଜଳିଗଲେ ୨୫, ଅନେକ ଆହତ

ବେଜିଂ,୧୬ା୧୧:ଗୁରୁବାର ସକାଳେ ଚାଇନାରେ ଏକ ଦୁଃଖଦ ଘଟଣା ଘଟିଛି। ଉତ୍ତର ଶାନସି ପ୍ରଦେଶର ଲୁଲିଆଙ୍ଗରେ ଥିବା ଏକ କୋଇଲା କମ୍ପାନୀ ବିଲ୍ଡିଂରେ ନିଆଁ ଲାଗିବାରୁ ୨୫ ଜଣ…

1 year ago
ଜଳିଗଲା ଘର, ଆସବାବପତ୍ର ପୋଡ଼ି ପାଉଁଶଜଳିଗଲା ଘର, ଆସବାବପତ୍ର ପୋଡ଼ି ପାଉଁଶ

ଜଳିଗଲା ଘର, ଆସବାବପତ୍ର ପୋଡ଼ି ପାଉଁଶ

ଖଲ୍ଲିକୋଟ,୧୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୨ ବଖରା ଜଳି ଯାଇଛି। ସୂଚନାନୁଯାୟୀ,…

1 year ago
ନୂଆଦିଲ୍ଲୀ-ଦରଭଙ୍ଗା ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଲାଗିଛି ଭୟଙ୍କର ନିଆଁ, ହୁତହୁତ୍‌ ହୋଇ ଜଳୁଛି ବଗିନୂଆଦିଲ୍ଲୀ-ଦରଭଙ୍ଗା ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଲାଗିଛି ଭୟଙ୍କର ନିଆଁ, ହୁତହୁତ୍‌ ହୋଇ ଜଳୁଛି ବଗି

ନୂଆଦିଲ୍ଲୀ-ଦରଭଙ୍ଗା ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଲାଗିଛି ଭୟଙ୍କର ନିଆଁ, ହୁତହୁତ୍‌ ହୋଇ ଜଳୁଛି ବଗି

ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଉତ୍ତରପ୍ରଦେଶ ଇଟାଓ୍ବାର ସରାୟ ଭୂପତ ରେଳ ଷ୍ଟେଶନ ନିକଟରେ ଏକ୍ସପ୍ରେସ୍‌ର ୩ ବଗି ହୁତହୁତ୍‌ ହୋଇ…

1 year ago