ବାରିପଦା,୨୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ଭାଜପା ଛାଡି ବିଜେଡିରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ କାର୍ଯ୍ୟକ୍ରମରେ…