ଏପ୍ରିଲ ୮ରେ ଲୁଚିଯିବେ ସୂର୍ଯ୍ୟ, ଦିନରେ ହେବ ରାତିର ଭ୍ରମ! ନୂଆଦିଲ୍ଲୀ,୫।୩: ଚଳିତ ବର୍ଷ ଦୃଶ୍ୟମାନ ହେବ ଏକ ବିରଳ ମହାଜାଗତିକ ଦୃଶ୍ୟ। ମାର୍ଚ୍ଚ ୮ରେ ପୃଥିବୀବାସୀ ଦେଖିବେ ପୂର୍ଣ୍ଣ ସୂର୍ଯ୍ୟ ପରାଗ। ଏହି ସମୟରେ ପରାଗ ସମ୍ପୂଣ୍ଣ ଭାବେ ସୂର୍ଯ୍ୟଙ୍କୁ ଗ୍ରାସ କରିବ, ଫଳରେ ଦିନରେ ରାତିର ଭ୍ରମ ସୃଷ୍ଟି...
ଜାଣନ୍ତୁ ଅନନ୍ତ ଅମ୍ବାନୀଙ୍କ ବିବାହ କରିବାକୁ ଯାଉଥିବା ଏହି ପଣ୍ଡିତଜଣଙ୍କ କିଏ? ନିଅନ୍ତି କେତେ ପାଉଣା… ବିବାହ ବନ୍ଧନରେ ଆବଦ୍ଧ ହେବେ ଅମ୍ବାନୀ ପରିବାରର ସାନ ପୁଅ ଅନନ୍ତ ଅମ୍ବାନୀ। ରାଧିକା ମର୍ଚାଣ୍ଟଙ୍କ ହାତ ଧରିବେ ସେ। ମାର୍ଚ୍ଚ ୧ ଅର୍ଥାତ ଆଜିଠାରୁ ଗୁଜରାଟ ଜାମନଗରରେ ପ୍ରି-ଓ୍ବେଡିଂ ସେଲିବ୍ରେଶନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରୁ...
ଓ୍ବେବ୍ ସିରିଜ ଦେଖିବା ବହୁତ ପସନ୍ଦ କି? କହିଲେ ଦେଖି ‘OTT’ର ଫୁଲଫର୍ମ… ବର୍ତ୍ତମାନ ସମୟରେ ଓ୍ବେବ୍ସିରିଜ ଦେଖିବା ଏକପ୍ରକାର ନିଶାରେ ପରିଣତ ହେଲାଣି। କେହି କେହି ରାତିସାରା ଅନିଦ୍ରା ରହିବି ସମସ୍ତ ଏପିସୋଡ ଶେଷ କରିବାର ଜିଦ୍ ରଖିଥାନ୍ତି। ତେବେ ଆପଣ ବହୁଳ ବ୍ୟବହାର କରୁଥିବା ‘ଓଟିଟି’ର ଫୁଲଫର୍ମ କ’ଣ ଜାଣନ୍ତି କି?...
ବିଦେଶରେ ସଫଳତା ପାଇଲେ ସିକ୍ୟୁରିଟି ଗାର୍ଡଙ୍କ ଝିଅ ନୂଆଦିଲ୍ଲୀ: ସ୍ନାତକ ଡିଗ୍ରୀ ହାସଲ କରିବା ସମସ୍ତଙ୍କ ଜୀବନରେ ଏକ ବିଶେଷ ମୁହୂର୍ତ୍ତ ହୋଇଥାଏ। ନିକଟରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ଝିଅ ବିଦେଶରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ସାମାଜିକ ଗଣମାଧ୍ୟମ ଇନ୍ଷ୍ଟାଗ୍ରାମ୍ ମାଧ୍ୟମରେ ନିଜ ପିତାଙ୍କୁ ଧନ୍ୟବାଦ...
ଆଜି ବିରଳ ପରିଦୃଷ୍ଟ ରୋଗ ଦିବସ ପ୍ରତିବର୍ଷ ଫେବୃଆରୀ ଶେଷ ଦିନ (ଚଳିତ ବର୍ଷ ଫେବୃଆରୀ ୨୯ ତାରିଖ)କୁ ‘ବିରଳ ପରିଦୃଷ୍ଟ ରୋଗ ଦିବସ’ ଭାବରେ ପାଳନ କରାଯାଇଥାଏ। ଅନେକ ରୋଗ ଅଛି, ଯାହା ଖୁବ୍ କମ୍ ସଂଖ୍ୟାରେ ପରିଲକ୍ଷିତ ହୋଇଥାଏ। ଚଳିତ ବର୍ଷ ଏହି ଦିବସର...
ପ୍ରେମରେ କିଭଳି ପଡ଼ନ୍ତି ଲୋକେ, ଲାଇଭ୍ କ୍ୟାମେରାରେ କଏଦ ହେଲା ଦୃଶ୍ୟ; ଦେଖନ୍ତୁ Video… ପ୍ରେମରେ କିଭଳି ପଡ଼ନ୍ତି କେବେ ଦେଖିଛନ୍ତି କି, ହୁଏତ ନା। ସୋସିଆଲ ମିଡିଆରେ ଏଭଳି ଏକ ମଜାଦାର ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଏହାର ଉଦାହରଣ ଦେଖିବାକୁ ମିଳୁଛି। ଆପର ଭାବୁଥିବେ କିଭଳି। ତେବେ ତାହା ଭିଡିଓ ଦେଖିଲେ ଆପେଆପେ...
ଭାରତରେ ରହିଛି ଦୁନିଆର ସବୁଠୁ ବିଚିତ୍ର ଗାଁ, ଯେଉଁଠି ହ୍ବିସିଲ୍ ମାରି ପରସ୍ପରସହ କଥା ହୋଇଥାନ୍ତି ଲୋକେ କିଛି ବାର୍ତ୍ତା ଦେବାକୁ ଥିଲେ ଆମେ ତାକୁ ନିଜ ଭାଷାରେ କହିଥାଉ। ହେଲେ ଭାରତରେ ଏଭଳି ଏକ ବିଚିତ୍ର ଗାଁ ରହିଛି, ଯେଉଁଠାରେ ଲୋକେ ପରସ୍ପରସହ ହ୍ବିସିଲ୍ ମାରି କଥା ହୋଇଥାନ୍ତି। ଦକ୍ଷିଣ ପୂର୍ବରେ ଥିବା ମେଘାଳୟରେ ଏହି ରାଜ୍ୟ...
ଏକାଥରକେ ୪୫ ସ୍ବେଟର୍ ପିନ୍ଧି ବିଶ୍ୱ ରେକର୍ଡ କଲେ କଲେଜ ଛାତ୍ରୀ ଶୀତବସ୍ତ୍ର ପିନ୍ଧି ବିଶ୍ୱରେକର୍ଡ କରିଛନ୍ତି ଜଣେ କଲେଜ ଛାତ୍ରୀ। ସେ ଏକାଥରକେ ୪୫ ସ୍ବେଟର୍ ପିନ୍ଧି ଏହି କାରନାମା କରିଛନ୍ତି। ସେ ହେଲେ ଆମେରିକାର ସୋଫିଆ ଏଫ୍ ହେଡେନ୍। ସୋସିଆଲ ମିଡିଆରେ ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି।...
ଛାତ୍ରଙ୍କୁ ଶିକ୍ଷକ ପଚାରିଲେ ‘ଦ’ ଥାଇ ଶବ୍ଦଟିଏ କୁହ, ଜବାବରେ ଯାହା ଶୁଣିଲେ ଘୁରାଇଦେଲା ମୁଣ୍ଡ; ଦେଖନ୍ତୁ Video ସୋସିଆଲ ମିଡିଆରେ ଏକ ମଜାଦାର ଭିଡିଓ ଭାଇରାଲ ହେଉଛି। ଭିଡିଓଟି ଏକ କ୍ଲାସର, ଯେଉଁଥିରେ ଶିକ୍ଷକ ପିଲାଙ୍କୁ ପଢ଼ାଉଛନ୍ତି। ସେ ବ୍ଲାକ୍ବୋର୍ଡରେ ହିନ୍ଦୀ ବର୍ଣ୍ଣମାଳାର ଅକ୍ଷର ଲେଖି ପିଲାଙ୍କୁ ପଢ଼ିବାକୁ କହୁଛନ୍ତି। ଏପରିକି ପ୍ରତିଟି ଅକ୍ଷରରେ ଏକ ଶବ୍ଦ କହିବାକୁ...
ଇ-ରିକ୍ସାରେ ହୋର୍ଡିଂ ଲଗାଇ ନିଜ ପାଇଁ ଜୀବନସାଥୀ ଖୋଜୁଛନ୍ତି ଯୁବକ ବର୍ତ୍ତମାନ ସମୟରେ ମାର୍କେଟିଂର ବଡ଼ ମାଧ୍ୟମ ଭାବେ ଉଭା ହୋଇଛି ସୋସିଆଲ ମିଡିଆ। ଏମିତିରେ କିଛି ପୋଷ୍ଟ କେଇ ମୂହୁର୍ତ୍ତରେ ଭାଇରାଲ ହୋଇଥାଏ। ନିକଟରେ ଏଭଳି ଏକ କ୍ରମରେ ଏକ ହୋର୍ଡିଂ ଭାଇରାଲ ହେଉଛି, ଯାହାକୁ ଲଗାଇ ନିଜ ପାଇଁ...
ଜୀବନରେ ସବୁକ୍ଷେତ୍ରରେ ମିଳିବ ସଫଳତା, ପଢ଼ନ୍ତୁ ଖାନ୍ ସାର୍ଙ୍କର କିଛି ପ୍ରେରଣାଦାୟକ କଥା… ଜୀବନର ରାସ୍ତା ସହଜ ନୁହେଁ। ଏଠାରେ ସୁଖ ଅଛି ତ ଦୁଃଖ ବି ଅଛି। ହସ ଅଛି ତ ଲୁହ ବି ଅଛି। କଣ୍ଟା ଅଛି ତ ଫୁଲ ବି ଅଛି। ଏଣୁ ଅବିରତ ଭାବେ ଯାତ୍ରାରେ ଚାଲିବାକୁ ହେବ।...
ଗଛରେ ଫଳିଛି ଟଙ୍କା, ବିଶ୍ୱାସ ହେଉ ନ ଥିଲେ ଭିଡିଓ ଦେଖନ୍ତୁ… କଥାରେ କଥାରେ ଅନେକ କୁହନ୍ତି, ଟଙ୍କା କ’ଣ ଗଛରେ ଫଳୁଛି। ଏବେ କିନ୍ତୁ ବାସ୍ତବରେ ସେଭଳି କିଛି ଘଟିଛି। ବିହାରରୁ ଭାଇରାଲ ହେଉଥିବା ଏକ ଭିଡିଓରେ କିଛି ଲୋକ ଗଛରୁ ଟଙ୍କା ବାହାର କରୁଥିବା ଦେଖାଯାଉଛି। ସୋସିଆଲ ମିଡିଆରେ ଏହାର...