ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲର୍ଙ୍କ ସହ ମିଶି ବନ୍ଦୀମାନେ କରୁଛନ୍ତି… ବଲାଙ୍ଗୀର,୨୩ା୮(ସୁନୀଲ କୁମାର ମହାନ୍ତି): ଶୁକ୍ରବାର ସକାଳୁ ବଲାଙ୍ଗୀର ଜିଲା କାରାଗାରରେ ପୋଲିସ ପକ୍ଷରୁ ବଡ଼ଧରଣର ଚଢ଼ାଉ କରଯାଇଛି। ଜେଲ୍ ଭିତରେ ବନ୍ଦୀମାନେ ଗ୍ୟାଙ୍ଗଓ୍ବାର କରୁଥିବା ଓ ବିଭିନ୍ନ ଅପରାଧ ପାଇଁ ଯୋଜନା କରୁଥିବା ଖବର ଆସିବା ପରେ ଶୁକ୍ରବାର ବଲାଙ୍ଗୀର...