Tag Archives: ganjam

ବାତ୍ୟା ‘ଦାନା’କୁ ନେଇ ଗ୍ରୋସରୀ କଳାବଜାରୀ, ଚଢ଼ାଉ କରୁଛି ଯୋଗାଣ ବିଭାଗ

ଗଞ୍ଜାମ,୨୪।୧୦(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ସହରବାସୀ ଚିନ୍ତାରେ ଥିବା ବେଳେ ବିଭିନ୍ନ ସାମଗ୍ରୀର ଦରଦାମ୍‌ ବୃଦ୍ଧି ମୁଣ୍ଡବିନ୍ଧାର କାରଣ ପାଲଟିଛି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ପିଆଜ ବଜାରରୁ ଏକପ୍ରକାର ଗାଏବ ହୋଇଯାଇଛି। ଏହାର ସୁଯୋଗ ନେଇ...

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ ମିଳୁଥିବା ବେଳେ ମଙ୍ଗଳବାର ଏଭଳି ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗଞ୍ଜାମ ଜିଲା...

ସ୍ତ୍ରୀ ହତ୍ୟାକାରୀ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୩।୯(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ୨୦୨୩ ମେ ୨୬ ତାରିଖ ଜଗଦଳପୁର ଗ୍ରାମର ଜି.ଲକ୍ଷ୍ମୀ ପାତ୍ର (୩୮)ଙ୍କ ମୃତଦେହ ଗାଁ ଶ୍ମଶାନରୁ ଜବତ କରିଥିଲା। ଏହା ଏକ ହତ୍ୟା ମାମଲା ସ୍ପଷ୍ଟ ହେବା ପରେ ପୋଲିସ ହତ୍ୟାକାରୀ...

ସୁଭଦ୍ରା ଯୋଜନା ଲାଗି ଆଧାରକାର୍ଡ ସେଣ୍ଟରରେ ମହିଳାଙ୍କୁ ଠକେଇ: ଖବର ପ୍ରକାଶ ପରେ ଚଢାଉ କଲେ ଏସଡିପିଓ, ପୋଲିସ

ପୁରୁଷୋତ୍ତମପୁର,୧୦।୯ (ସୀମାଞ୍ଚଳ ମିଶ୍ର): ଆଧାରକାର୍ଡ ସେଣ୍ଟରରେ ଗରିବ ଶ୍ରେଣୀର ମହିଳା ମାନଙ୍କଠାରୁ ଅଧିକ ଟଙ୍କା ନେଉଥିବାର ଅଭିଯୋଗ ପରେ ଚଢ଼ାଉ କରିଛନ୍ତି ପୁଷୋତ୍ତମପୁର ଏସଡିପିଓ, ପୋଲିସ। ମଙ୍ଗଳବାର ଏହି ଖବର ଧରିତ୍ରୀ ୱେବ’ରେ ପ୍ରକାଶ ପାଇବା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ...

ଆଶାକର୍ମୀ ଚୟନରେ ଅନିୟମିତତା ଅଭିଯୋଗ: ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଅଟକ ରଖିଲେ ଗ୍ରାମବାସୀ                           

ଦିଗପହଣ୍ଡି/ପାଟପୁର,୩ା୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦସେଇପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ନରେନ୍ଦ୍ରପୁର ଗ୍ରାମର ଆଶାକର୍ମୀ ଚୟନରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ମଙ୍ଗଳବାର ସକାଳେ ନରେନ୍ଦ୍ରପୁର,କଣ୍ଟା ବାଉଁଶ,ଝୁଲା...

ହତ୍ୟା ମାମଲା, ବଡ ଭାଇକୁ ଆଜୀବନ

ଵ୍ରହ୍ମପୁର, ୧୨ା୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରା ଜଜ ରୂପଶ୍ରୀ ଚୌଧୁରୀ ସୋମବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାଖ୍ୟ ପ୍ରମାଣକୁ ଆଧାର କରି ଦୋଷୀଙ୍କ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ...

ବିଜେଡି କର୍ମୀ ସମ୍ମିଳନୀରେ ତୁମୁଳକାଣ୍ଡ: ଫୁଟିଲା ବାଣ, ଭାଙ୍ଗିଲା ଚେୟାର

ଭଞ୍ଜନଗର,୮ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦୋମୁହାଁଣିରେ  ବିଜେଡିର କର୍ମୀ ସମ୍ମିଳନୀ ହୋଇଥିଲା। ଏଥିରେ ଦୋମୁହାଁଣି, ଗାଲେରୀ, ହରିଗଡ ପଞ୍ଚାୟତର କର୍ମୀମାନେ ଯୋଗ ଦେଇଥିଲେ। ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ...

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ ୪୨ ନଂ ର଼୍ୟାଙ୍କରେ ପାସ୍‌ କରିଛନ୍ତି। ସେ ସମଗ୍ର ଓଡ଼ିଶା ସମେତ ଗଞ୍ଜାମ...

ପିଏମ୍‌ କିଶାନ ଯୋଜନାରେ ଗଞ୍ଜାମର ୨.୬୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ହଜାର ଟଙ୍କା

ଛତ୍ରପୁର, ୧୮।୬(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ )- ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍‌ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର...

ଖଲ୍ଲିକୋଟରେ ରାଜନୈତିକ ହିଂସା; ବିଜେଡି ଓ ଭାଜପା କର୍ମୀଙ୍କ ସଂଘର୍ଷରେ ଜଣେ ମୃତ

ଖଲିକୋଟ,୧୬ା୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଖଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣସାନପୁର ଗ୍ରାମରେ...

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri