ganjam

ଶିକୁଳାରେ ଟିକିନା ମହାପାତ୍ର ହତ୍ୟା ମାମଲା: ୨ଜଣଙ୍କୁ ବାନ୍ଧିଲା ପୋଲିସ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଗତମାସ ୨୮ତାରିଖ ରାତିରେ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ବୀଭତ୍ସ ଭାବେ ହାଣି ହତ୍ୟା…

22 hours ago

ସାଇଡ୍‌ ଦେବାକୁ ଯାଇ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ତପ୍ତପାଣି ଘାଟିରେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ - ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ଏସ୍‌ ବୁଲାଣୀରେ ନାୟକ ଆଣ୍ଡ ନାୟକ ନାମକ ଏକ…

23 hours ago

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ…

2 days ago

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି…

2 days ago

ଶାଶୁଶ୍ୱଶୁରଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ ଅଭିଯୋଗ, ସ୍ବାମୀଙ୍କ ନାଁରେ ଏତଲା ଦେଲେ ସ୍ତ୍ରୀ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି - ଚିକିଟି ରାସ୍ତାର ଦଳିତ ସାହିରେ ଶାଶୁ,ଶ୍ୱଶୁର ଓ ସ୍ତ୍ରୀଙ୍କୁ ମାଡ଼ ମାରି ୫ ବର୍ଷର ପୁଅଙ୍କୁ ଅପହରଣ…

3 days ago

ସ୍ୱାମୀ ସ୍ତ୍ରୀ କଳହରୁ ଡିନାମାଇଟ ବିସ୍ଫୋରଣ: ଉଡ଼ିଲା ଛାତ ଅଳ୍ପକେ ବର୍ତ୍ତିଲେ ୩ ପରିବାର

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ବୋମା ବିସ୍ଫୋରଣରେ ୩ ଘରର ଛାତ…

4 days ago

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଯବାନଙ୍କ ଅନ୍ତିମ ସଂସ୍କାର;ଶ୍ରଦ୍ଧାଞ୍ଜଳି ଦେଲେ ବ୍ଲକ୍‌, ପୋଲିସ ପ୍ରଶାସନ

ଦିଗପହଣ୍ଡି,୮ା୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅନ୍ତର୍ଗତ ଆମ୍ବଗାଁର ବି.ସୁରେନ୍ଦ୍ର ରେଡ୍ଡୀଙ୍କ ପୁଅ ପବିତ୍ର ରେଡ୍ଡୀ(୩୪) ପଞ୍ଜାବର ଭତିଣ୍ଡା ସେନା କ୍ୟାମ୍ପସରେ ସିପାହୀ…

5 days ago

ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ…

5 days ago

ଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀ

ବେଗୁନିଆପଡା,୮।୪( ସୁଶାନ୍ତ କୁମାର ପଟ୍ଟନାୟକ): ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ। ସରକାରଙ୍କ ଟଙ୍କା ସଠିକ ଭାବେ ବିନିଯୋଗ ହୋଇ ନ ଥିବା ନେଇ ଅଭିଯୋଗ…

5 days ago

‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ)- ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ପାଳିତ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି…

1 week ago

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି…

1 week ago

ବାହାଡ଼ାପଦରରେ ପଞ୍ଚୁଦଣ୍ଡ ମହାମିଳନ

ଭଞ୍ଜନଗର,୫।୪ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଳକ ବାହାଡ଼ାପଦରରେ ଓଁକାର ଜେନାଙ୍କ ଘର ସମ୍ମୁଖରେ ଶୁକ୍ରବାର ପଞ୍ଚୁଦଣ୍ଡ ଅନୁଷ୍ଠିତ ହୋଇଯାଇଛି। ମହାମିଳନରେ କୁଲାଙ୍ଗୀ,ନାରୀଗୋଛା, ତାରସିଙ୍ଗି, ଝାଡ଼ଭୂମି,କୁଶପଲ୍ଲୀ…

1 week ago