ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଧମକ ଓ ଅସଦାଚରଣ କରିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ପୋଲିସ ଗିରଫ କରିଛି। ସେ ହେଲେ ରାମ ପାତ୍ର।…
ବୁଗୁଡ଼ା,୧୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବନାଞ୍ଚଳ ଠଣାପଲ୍ଲୀ-ଗୋଳାବନ୍ଧ ରାସ୍ତାରେ ଶନିବାର ରାତ୍ର ପ୍ରାୟ ୧୦ଟାରେ ବୁଗୁଡ଼ା ବନ ବିଭାଗ ଦ୍ୱାରା ଚଢାଉ କରାଯାଇ ୧୨ ବସ୍ତା (୪ କୁଇଣ୍ଟାଲ) ମାଧବୀ…
ଜଗନ୍ନାଥ ପ୍ରସାଦ, ୨୪।୧୦(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୁଇଦିନ ଧରି ଡାକ୍ତର ଅନୁପସ୍ଥିତ ଥିବା ଯୋଗୁ ଜଣେ ଆୟୁଷ ଆୟୁର୍ବେଦ ଡାକ୍ତରଙ୍କ ହାତରେ…
ଆସିକା,୨୦ା୧୦(ଡି.ଏନ୍.ଏ.)- ଆସିକା ଥାନା ଇଲାକାରେ ଜଣେ ଯୁବତୀଙ୍କୁ ଅଶ୍ଳୀୟଇଙ୍ଗିତ ଅଭିଯୋଗରେ ରବିବାର ଦିନ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ…
ଭଞ୍ଜନଗର,୨୦।୧୦(ଡି.ଏନ.ଏ)-ଆରତୀ ନାହାକ ହତ୍ୟା ମାମଲାରେ ଭଞ୍ଜନଗର ପୋଲିସ ରବିବାର ସ୍ବାମୀ ରଞ୍ଜିତ ନାହାକଙ୍କୁ ଗିରଫ କରିଛିି। ଏଥିସହ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି । ଭଞ୍ଜନଗର…
ପୋଲସରା/ହାତୀଓଟ,୨୯ା୯- ପୋଲସରା ବ୍ଲକ ଧନେଇ ଡ୍ୟାମରେ ରବିବାର ଗାଧୋଇଯିବାବେଳେ ଗୋଡ ଖସିଯିବାରୁ ପଥରତଳେ ଚାପି ହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିରିକିପଡା ଶାସନ…
ଦାରିଙ୍ଗବାଡ଼ି,୨୫।୯(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସହ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କୁ ଜୋରଦାର ଧରପଗଡ଼ କରାଯାଉଛି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ…
ବ୍ରହ୍ମପୁର ଅଫିସ,୨୫।୯:ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗଞ୍ଜାମ ଜିଲାରେ ମଧ୍ୟ ଗତ ତିନିଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା…
ଖଲ୍ଲିକୋଟ,୨୦-୯(ଡି.ଏନ୍.ଏ.):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବାକୁଟଗାଁରେ ଗୁରୁବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଛଟପଟ ହେଉଥିବା ପୁଅଙ୍କୁ ଉଦ୍ଧାର କରିବାକୁ ଯାଇ…
ପୁରୁଷୋତ୍ତମପୁର,୧୯।୯(ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତର କୁଶପୁର ଗ୍ରାମରେ ଗୁରୁବାର ରନ୍ଧନ ଗ୍ୟାସ ଲିକ୍ରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ପରିବାରର ଘର ପୋଡି…
ବୁଗୁଡ଼ା,୧୬ା୯(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଗୋଲାବଞ୍ଜର ଗ୍ରାମରେ ସୋମବାର ସନ୍ଧ୍ୟାରେ ଉକ୍ତ ଗ୍ରାମର ବାଳକୃଷ୍ଣ ଆଚାରୀଙ୍କ ଘରୁ ଏକ ୫ ଫୁଟିଆ ନାଗସାପ ଉଦ୍ଧାର କରାଯାଇଛି। ସାପଟି ଘରେ…
ଜି.ଉଦୟଗିରି,୧୬ା୯(ଡି.ଏନ.ଏ.)-ଜି.ଉଦୟଗିରି ଥାନା ଅଞ୍ଚଳର କଳିଙ୍ଗା ଠାରେ ଅବାଧ ମଦ କାରବାର ଚାଲିଛି। ଏସବୁ ମଦ ବିକ୍ରିକୁ ଦଳମତ ନିର୍ବିଶେଷରେ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଳିଙ୍ଗା ପଞ୍ଚାୟତର…