Advertisement

ganjam

ଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀ

ଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀ

ବେଗୁନିଆପଡା,୮।୪( ସୁଶାନ୍ତ କୁମାର ପଟ୍ଟନାୟକ): ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ। ସରକାରଙ୍କ ଟଙ୍କା ସଠିକ ଭାବେ ବିନିଯୋଗ ହୋଇ ନ ଥିବା ନେଇ ଅଭିଯୋଗ…

2 weeks ago
‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’

‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ)- ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ପାଳିତ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି…

3 weeks ago
ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି…

3 weeks ago
ବାହାଡ଼ାପଦରରେ ପଞ୍ଚୁଦଣ୍ଡ ମହାମିଳନବାହାଡ଼ାପଦରରେ ପଞ୍ଚୁଦଣ୍ଡ ମହାମିଳନ

ବାହାଡ଼ାପଦରରେ ପଞ୍ଚୁଦଣ୍ଡ ମହାମିଳନ

ଭଞ୍ଜନଗର,୫।୪ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଳକ ବାହାଡ଼ାପଦରରେ ଓଁକାର ଜେନାଙ୍କ ଘର ସମ୍ମୁଖରେ ଶୁକ୍ରବାର ପଞ୍ଚୁଦଣ୍ଡ ଅନୁଷ୍ଠିତ ହୋଇଯାଇଛି। ମହାମିଳନରେ କୁଲାଙ୍ଗୀ,ନାରୀଗୋଛା, ତାରସିଙ୍ଗି, ଝାଡ଼ଭୂମି,କୁଶପଲ୍ଲୀ…

3 weeks ago
ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ବେଆଇନ ମଦ କାରବାର ବିରୋଧରେ ଜନ ଆନ୍ଦୋଳନ: ୪ ମଦ ଦୋକାନ ସିଲ କଲା ପୋଲିସ

ଦିଗପହଣ୍ଡି/ସାନଖେମୁଣ୍ଡି,୨।୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ମେଡ଼ିକାଲ ଛକ, ବଜାର ଛକ ସମେତ ଗାଁ'ର ଗଳିକନ୍ଦିରେ ବେଆଇନ ଭାବେ ମଦ…

3 weeks ago
ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ମା’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମରେ ବିରାଜିତ ମା ’ ପଦ୍ମାବତୀ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ବୁଧବାର ଅସ୍ଥାୟୀ ଯାତ୍ରାପୀଠରେ…

3 weeks ago
ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟରେ…

3 weeks ago
୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

୧୦ ଫୁଟ ତଳକୁ ଖସିପଡ଼ିଲା କାର୍‌: ବାଇକ୍‌ ଶୋ’ରୁମ୍‌ ମ୍ୟାନେଜରଙ୍କ ମୃତ୍ୟୁ,ଡ୍ରାଇଭର ଗୁରୁତର

ଗଞ୍ଜାମ,୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ୧୬ ନମ୍ବର ଜାତୀୟ ରାଜପଥ ସୁକନ୍ୟା ଢାବା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ…

3 weeks ago
ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ ପ୍ରସ୍ତୁତି…

3 weeks ago
ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ…

3 weeks ago
ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ…

3 weeks ago
ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବିପତ୍ର: ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଆନ୍ଦୋଳନରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବିପତ୍ର: ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଆନ୍ଦୋଳନ

ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବିପତ୍ର: ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଆନ୍ଦୋଳନ

ଭଞ୍ଜନଗର,୧୦।୩(ବାବୁଲା ପ୍ରଧାନ): ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ସ୍କୁଲ ଛାତ୍ରୀ ମାନକ ମଧ୍ୟରେ ମଧ୍ୟ ନିର୍ଯାତନା ବଢୁଛି। ରାଜ୍ୟର ଭାଜପା ସରକାର ଦୋଷୀ ମାନକ ବିରୁଦ୍ଧରେ କଡ଼ା…

1 month ago