ଦିଗପହଣ୍ଡିରେ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ
ଦିଗପହଣ୍ଡି,୧୫ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆନୁକୂଲ୍ୟରେ ମଙ୍ଗଳବାର ବ୍ଲକ୍ ସଦର ମହକୁମାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ପକ୍ଷ କାର୍ଯ୍ୟକ୍ରମ ସ୍ଥାନୀୟ ମିଶନଶକ୍ତି ଭବନଠାରେ ଅନୁଷ୍ଠିତ ହୋଇଛି। ଅଙ୍ଗନୱାଡ଼ି ସୁପ୍ରଭାଇଜର ବିଳାସିନୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ...