ଶୁଭାରମ୍ଭ ଅପେକ୍ଷାରେ ‘ଆୟୁଷ୍ମାନ ଯୋଜନା’: ଉପକୃତ ହେବେ ହଜାର ହଜାର ହିତାଧିକାରୀ ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା। ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଯାହାକି ସ୍ବାସ୍ଥ୍ୟସେବାରେ ଲୋକମାନେ ଅନେକ ଉପକୃତ ହେବେ।...