Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିଲା। ତଥାପି ଏବେ ସେ ସବୁଦିନ...