ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁବିଧା ଅସୁବିଧା ବୁଝିଲେ
ପୁରୀ,୨୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି,...