ଭବାନୀପାଟଣା,୧୯ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଦିନିକିଆ ଗସ୍ତରେ ଆସିଛନ୍ତି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ। ଏହି ଅବସରରେ…