ଚଳିତ ବର୍ଷ ଏପ୍ରିଲ୍ରୁ ଜୁନ୍ ଅଗ୍ନିବର୍ଷା: IMD ଡିଜି
ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ ଏବଂ ଉତ୍ତର-ପଶ୍ଚିମ ସମତଳ ଅଞ୍ଚଳରେ ଅଧିକ ଭୀଷଣ ଗ୍ରୀଷ୍ମପ୍ରବାହ ହେବ। ଦେଶର ଅଧିକାଂଶ...