୫ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩ା୪(ଅନୁରାଧା ମହାରଣା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା ଆରମ୍ଭ ହୋଇଛି। ବୁଧବାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡା, କୋରାପୁଟ ଏବଂ କନ୍ଧମାଳ...