କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର: ଏହି ଜିଲାରେ ବଢୁଛି ରୋଗୀଙ୍କ ସଂଖ୍ୟା
ଭୁବନେଶ୍ୱର,୨।୪: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖି କହିଲେ ଆଇନମନ୍ତ୍ରୀ। ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର ରଖି କହିଛନ୍ତି, ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ ରୋଗୀଙ୍କ ସଂଖ୍ୟା ବଢୁଛି।...