Tag Archives: Home

ତଟ ସୁରକ୍ଷା ଜାହାଜରେ ନିଆଁ

ବିଶାଖାପାଟଣା, ୧୩ା୮(ଆଇଏଏନ୍‌ଏସ୍‌): ବିଶାଖାପାଟଣା ଉପକୂଳରେ ଥିବା ତଟ ସୁରକ୍ଷା ବାହିନୀର ଏକ ଜାହାଜରେ ସୋମବାର ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି। ଜାହାଜର ଜଣେ କର୍ମଚାରୀ ନିଖୋଜ ହୋଇଥିବାବେଳେ ଅନ୍ୟ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ପୋଡ଼ିଯାଇ ଆହତ...

ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା: ଉଛୁଳିଲା ପାପନାଶିନୀ ଝରଣା

ଖପ୍ରାଖୋଲ,୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ ମାସର ଶେଷ ସୋମବାର ା ସେଥିପାଇଁ ହରିଶଙ୍କରରେ ପ୍ରବଳ ଭିଡ଼ ଲାଗିଥିଲା ା...

କ୍ରିକେଟ୍‌ରେ ନୂଆ ସ୍ମାର୍ଟ ବଲ୍‌

ଓ୍ବେଲିଂଟନ, ୧୩।୮- ଆଧୁନିକ କ୍ରିକେଟ୍‌ରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିସାରିଛି। ଏବେ କ୍ରିକେଟ୍‌ ଖେଳରେ ଆଉ ଏକ ନୂଆ ଟେକ୍ସନୋଲୋଜିର ପ୍ରୟୋଗ ଦେଖିବାକୁ ମିଳିବ। ଏଥର ବଲ୍‌ ଉପରେ ଏହାର ପ୍ରୟୋଗ କରାଯିବାକୁ ଯାଉଛି। ଆଗାମୀ ଦିନରେ...

ନିର୍ବାଚନକୁ ନେଇ ଦ୍ୱନ୍ଦ୍ୱରେ ଓସିଏ

କଟକ ଅଫିସ,୧୩ା୮- ଦ୍ୱନ୍ଦ୍ୱ ଭିତରେ ରହିଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନିର୍ବାଚନ । ଓସିଏ ପକ୍ଷରୁ ଘୋଷଣା ହେଉଛି ଯେ, ନିର୍ବାଚନ ଅଧିକାରୀ ନିଯୁକ୍ତ କରି ନିର୍ବାଚନ ପ୍ରକ୍ରିୟାକୁ ଓହ୍ଲାଇବା ପାଇଁ ସଂଘ ପ୍ରସ୍ତୁତ । ହେଲେ ନିର୍ବାଚନ...

ଆଣ୍ଠୁଗଣ୍ଠି ରୋଗ ଉପଶମ କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି, ଆର୍ଥ୍ରାଇଟ୍ସ, ଏସୋପ୍ଟିକ୍‌ ନେକ୍ରୋସିସ୍‌, ଗଣ୍ଠି ସଂକ୍ରମଣ, ଟ୍ୟୁମର୍‌, ଆଷ୍ଟିଓକୋଡ୍ରାଇଟ୍ସ ଇତ୍ୟାଦି। ଅନେକ ସମୟରେ...

ଏମିତି ଏକ ଜେଲ୍‌ ଯେଉଁଠି ଜଣେ କଏଦୀ ଅଛନ୍ତି

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ; କିନ୍ତୁ ଏହା ସତ। ଏପର୍ଯ୍ୟନ୍ତ ଆପଣମାନେ ଦେଶର ବିଭିନ୍ନ ସ୍ଥାନରେ ଥିବା ଜେଲ୍‌ରେ ଶହ ଶହ କଏଦୀଙ୍କ ରହଣି ସମ୍ପର୍କରେ ଶୁଣିଥିଲେ। କିନ୍ତୁ ଦୁନିଆରେ ଏମିତି ଏକ ଜେଲ୍‌ ଅଛି, ଯେଉଁଠାରେ କେବଳ ଜଣେ...

ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ

ସୁନ୍ଦରଗଡ଼, ୧୨।୮ (ଡି.ଏନ.ଏ.) -ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସବ୍‌ଡେଗା ବ୍ଲକ ସୁବଲିୟା ନବରଙ୍ଗପୁର ବସ୍ତିରେ ସାପ କାମୁଡାରେ ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବର୍ଷା ଦଣ୍ଡସେନା (୧୩) ଓ ଅବିନାଶ ଦଣ୍ଡସେନା (୮)। ରବିବାର ରାତିରେ ଉଭୟ...

ବିବାହ ବେଦିରେ ପିତାଙ୍କ ମୃତଦେହ ରଖି ୭ ଘେରା ବୁଲିଲେ ପୁଅ

ଚେନ୍ନାଇ, ୧୨।୮: ତାମିଲନାଡୁର ବିଲ୍ଲୁପୁରମ୍‌ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ପିତାଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ବେଦି ଉପରେ ରଖି ୭ ଘେରା ନେଇଛନ୍ତି ଜଣେ ପୁଅ। ବିଲ୍ଲୁପୁରମ୍‌ର ଟିଣ୍ଡିଓ୍ବନମ୍‌ରେ ଥିବା ସଙ୍ଗନୁର ଗାଁରେ ୩୧ ବର୍ଷୀୟ...

ଜମ୍ମୁ କଶ୍ମୀରରେ ଶାନ୍ତିଶୃଙ୍ଖଳାର ସହ ପାଳନ ହେଲା ଇଦ୍‌:ଗଳିକନ୍ଦିରେ ବୁଲିଲେ ଡୋଭାଲ

ଶ୍ରୀନଗର, ୧୨।୮: କଡ଼ାସୁରକ୍ଷା ଭିତରେ ଜମ୍ମୁ-କଶ୍ମୀରରେ ନିରାଡମ୍ବର ଭାବରେ ଇଦ-ଉଲ-ଜୁହା ପାଳିତ ହୋଇଛି। ମୁଖ୍ୟତଃ ଶ୍ରୀନଗରରେ ଅଧିକ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇଦ ଅବସରରେ ରାଜ୍ୟରେ ୬ ଘଣ୍ଟା ପାଇଁ ଢ଼ିଲା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ...

ଅମିତାଭ ବଚ୍ଚନଙ୍କ ବର୍ଷା ଟିପ୍ସ: ଏହି ମନ୍ତ୍ର ଜପନ୍ତୁ, ମିଳିବ ଭଲ ଭଲ ଖାଦ୍ୟ

ବଲିଉଡର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ଥାନ୍ତି। ବେଳେବେଳେ ମଜା ମଜା କଥା କହି ଦର୍ଶକଙ୍କ ମନୋରଞ୍ଜନ ମଧ୍ୟ କରିଥାନ୍ତି। ନିକଟରେ ସେ ଏକ ମଜାକିଆ ମନ୍ତ୍ର ନିଜ ଟୁଇଟରରେ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି।...

ଭଡ଼ାଘରୁ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୨ା୮(ଡି.ଏନ୍‌.ଏ.): ଝାରସୁଗୁଡା ଜିଲା ବିଟିଏମ୍‌ ଫାଣ୍ଡି ଅଧୀନ ଏକାତାଳି ଗ୍ରାମର ଏକ ଭଡ଼ାଘରୁ ସୋମବାର ସ୍ଥାନୀୟ ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ମୃତକ ପଶ୍ଚିମବଙ୍ଗ ମୁର୍ସିଦାବାଦର ଫାଶିଦୁଲ ରେହେମନ(୩୨)ବୋଲି ଜଣାପଡିଛି। ପ୍ରକାଶ ଯେ, ଗତ କିଛି ମାସହେବ...

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image