Tag Archives: Home

ସାଇଧାରା-ଚନ୍ଦନଧାରା ଜଳପ୍ରପାତର ହେବ ପର୍ଯ୍ୟଟନ ବିକାଶ

ଝରିଗାଁ,୨୨।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ଚାରି ଗୋଟି ଜଳପ୍ରପାତ। ସେଗୁଡିକ ହେଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ଗୋସେଇଁ ଧାରା ଜଳପ୍ରପାତ, ବଡ଼ଟେମରା ପଞ୍ଚାୟତ ଅନ୍ତର୍ଗତ ଚନ୍ଦନଧାରା ଜଳପ୍ରପାତ, କୁଟୁରିଛାପାର ପଞ୍ଚାୟତର ସାଇଧାରା ଜଳପ୍ରପାତ ଏବଂ...

ଶିଶୁଙ୍କୁ ଅପହରଣ ପରେ ହତ୍ୟା ମାମଲା: ଅଭିଯୁକ୍ତ ମହିଳାଙ୍କୁ ବାନ୍ଧିଲା ପୋଲିସ

ବଣାଇଁ,୨୨।୧(ପ୍ରଦୀପ ତ୍ରିପାଠୀ): ୭ ଦିନ ତଳେ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ଜଡା ଗ୍ରାମର ଚାରିବର୍ଷ ଶିଶୁକୁ ଅପହରଣ ଓ ହତ୍ୟା ମାମଲାରେ ନୂଆ ମେଡ ଆସିଛି। ଗାଁ ଲୋକଙ୍କ ମାଡରେ ଆହତ ଅଭିଯୁକ୍ତ ଦମ୍ପତ୍ତି ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ପୋଲିସ...

ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

କୋଲକାତା, ୨୨।୧ (ପି.ଟି.):ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜର ପ୍ରଥମ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଏହି ସିରିଜ ଖେଳିବାକୁ ଯାଉଥିବା ଭାରତୀୟ ଦଳରେ ପ୍ରତ୍ୟାବର୍ତ୍ତନକାରୀ ଦ୍ରୁତ...

୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ:ଗାଡ଼ି ଚଳାଚଳ ପ୍ରଭାବିତ

ସୁନ୍ଦରଗଡ଼,୨୨।୧ (ଜୟନାରାୟଣ ମେଣ୍ଡୁଳି):ତାଲିମ ନାଁରେ ତାମିଲନାଡୁ ପଠା ଯାଇଥିବା ସୁନ୍ଦରଗଡର ଝିଅମାନଙ୍କୁ ଫେରାଇ ଆଣିବାରେ ପ୍ରଶାସନର ବିଫଳତା ଓ ସୁନ୍ଦରଗଡ ଝିଅଙ୍କ ସୁରକ୍ଷା, ସ୍ବାଭିମାନ ରକ୍ଷା ଦାବିରେ ବୁଧବାର ୧୨ଘଣ୍ଟିଆ ସୁନ୍ଦରଗଡ ବନ୍ଦ ଡାକରା ଦିଆଯାଇଛି। କୋଶଲ ସମାଜ ଓ...

ନବୀନ ପଟ୍ଟନାୟକଙ୍କ ଗୁମର ଖୋଲିଲେ ପୂର୍ବତନ ପୋଲିସ ଡିଜି: ରାଜ୍ୟରେ ପଡିଗଲା ଚହଳ

ଭୁବନେଶ୍ୱର,୨୨।୧: ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ୍‌ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଛି। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ...

କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ର ସକ୍ରିୟ ପ୍ରଭାବରେ ଓଡ଼ିଶାକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ...

ଖାଲି ଆଖିରେ ଦେଖାଯିବ ୪ ଗ୍ରହ

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ):ଖାଲି ଆଖିରେ ଦେଖିହେବ ୪ଟି ଗ୍ରହ। ସୂର୍ଯ୍ୟଙ୍କ ଚାରିପଟେ ବୁଲୁଥିବା ୮ଟି ଗ୍ରହ ମଧ୍ୟରୁ ଶୁକ୍ର, ମଙ୍ଗଳ, ବୃହସ୍ପତି ଏବଂ ଶନି ଗ୍ରହ ଜାନୁଆରୀ ୩୧ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖାଯାଇପାରିବେ। ପଶ୍ଚିମ ଦିଗ୍‌ବଳୟର କିଛି ଉପରେ ଉଜ୍ଜ୍ୱଳ...

ଗଭୀର ଅମଲା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ତଦାରଖରେ ଆମେରିକା ସରକାରଙ୍କ ବିରାଟକାୟ ଅମଲାତନ୍ତ୍ର ବ୍ୟବସ୍ଥାକୁ ସୁଧାରିବା ସହିତ କ୍ଷୁଦ୍ର କରିବା ପାଇଁ ଏକ ନୂତନ ବିଭାଗ ଖୋଲିଛନ୍ତି। ଏହାର ନାମ ହେଉଛି ଡିପାର୍ଟମେଣ୍ଟ ଅଫ୍‌ ଗଭର୍ନମେଣ୍ଟ ଏଫିସିଏନ୍ସି ( ଡିଓଜିଇ)।...

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା: ଜାଣନ୍ତୁ କେଉଁଠି ରହିବ…

ଭୁବନେଶ୍ୱର,୨୨ା୧(ସତ୍ୟଜିତ୍‌ ରାଉତ):ଚଳିତବର୍ଷ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓ ଗୁରୁବାର ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ପରେଡ୍‌ ଏବଂ ଶୁକ୍ରବାର ସକାଳ ୭ରୁ ୧୧ଟା୩୦ ଯାଏ ପୂର୍ଣ୍ଣ ଅଭ୍ୟାସ...

ପୁଟିନଙ୍କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ: ୟୁକ୍ରେନ ସହ ଯୁଦ୍ଧ ବନ୍ଦ ନ କଲେ ଭୋଗିବ ପରିଣାମ

ବର୍ଲିନ/ଓ୍ବାଶିଂଟନ,୨୨।୧: -ଆମେରିକା ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଡୋନାଲ୍ଡ ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର୍‌ ପୁତିନଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ୟୁକ୍ରେନ ଯୁଦ୍ଧ ବନ୍ଦ ନ କଲେ ରୁଷିଆ ଉପରେ ନୂଆ କଟକଣା ଲଗାଇବାକୁ ଚେତାବନୀ ଦେଇଛନ୍ତି। ତୁରନ୍ତ...

ପାଇପ୍‌ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ

ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ ଖୋଳି ଦିଆଯାଇଛି। ରାସ୍ତାଖୋଳାକୁ ତେରବାଡି, ଡାବୁଲୁମାହା, କାଡ଼ସପାଟା ଗ୍ରାମବାସୀ ବିରୋଧ କରିଛନ୍ତି। ଶ୍ରାନିକେତା...

ଗନ୍ଧମାର୍ଦ୍ଦନ ସୁରକ୍ଷା ପ୍ରସଙ୍ଗ:ପ୍ରମୁଖ ରାଜନୈତିକ ଦଳଙ୍କ ବଢ଼ୁଛି ଅଡୁଆ

ବଲାଙ୍ଗୀର,୨୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଓ ବରଗଡ଼ ମଧ୍ୟରେ ଅବସ୍ଥିତ ଗନ୍ଧମାର୍ଦ୍ଦନ ପାହାଡ଼ ଜୈବବିବିଧତାରେ ପରିପୂର୍ଣ୍ଣ। ହେଲେ ଶିଳ୍ପସଂସ୍ଥାଗୁଡ଼ିକର ଦୃଷ୍ଟି ସେଠାରେ ଥିବା ପ୍ରାକୃତିକ ସମ୍ବଳ ଉପରେ ନିବଦ୍ଧ। ନିର୍ଦ୍ଦିଷ୍ଟ ଶିଳ୍ପ ସଂସ୍ଥା ସେଠାରେ ଜମି କିଣିବା ପରେ ଗନ୍ଧମାଦ୍ଦର୍ର୍ନ ସୁରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image