ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଭୟଙ୍କର ଅଗ୍ନୀକାଣ୍ଡ, ୧୪ ମୃତ, ୧୮ ଗୁରୁତର ବାଗଦାଦ,୯।୧୨: ଇରାକର ଉତ୍ତର ସହର ଏରବିଲର ଏକ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅଗ୍ନିକାଣ୍ଡରେ ଅତି କମରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୮ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଶୁକ୍ରବାର (8 ଡିସେମ୍ବର) ସାରେ ଘଟିଛି। ସୋରାନର ସ୍ବାସ୍ଥ୍ୟ...