ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପ୍ରୁ ରବିବାର ସକାଳୁ ଯବାନମାନେ ସର୍ଚ୍ଚ ଅପରେଶନ ପାଇଁ...