ied

ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର ଜିଲା…

5 months ago