ଆଇଏଫ୍ଏସ୍ସ୍ତରରେ ଅଦଳବଦଳ: ସୁଶାନ୍ତଙ୍କୁ ବଡ଼ ଦାୟିତ୍ୱ ଭୁବନେଶ୍ୱର,୧ା୧୧: ରାଜ୍ୟ ସରକାର ବୁଧବାର ଆଇଏଫ୍ଏସ୍(ଭାରତୀୟ ବନ ସେବା) ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଆଇଏଫ୍ଏସ୍ ସୁଶାନ୍ତ ନନ୍ଦଙ୍କୁ ଆଜି ପ୍ରଧାନ ମୁଖ୍ୟ ବନ ସଂରକ୍ଷକ-ବନ୍ୟପ୍ରାଣୀ(ପିସିସିଏଫ୍-ଓ୍ବାଇଲ୍ଡ ଲାଇଫ୍) ଏବଂ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ( ସିଏଡବ୍ଲ୍ୟୁଏଲ୍ଡବ୍ଲ୍ୟୁ) ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି।...