Advertisement

India

ଭାରତ ଚାଇନା ସମ୍ପର୍କରେ ପୁଣି ବଢୁଛି ଗଭୀରତା, ଏଣିକି କୈଳାଶ ସରୋବରକୁ ଡାଇରେକ୍ଟ ଫ୍ଲାଇଟ୍ଭାରତ ଚାଇନା ସମ୍ପର୍କରେ ପୁଣି ବଢୁଛି ଗଭୀରତା, ଏଣିକି କୈଳାଶ ସରୋବରକୁ ଡାଇରେକ୍ଟ ଫ୍ଲାଇଟ୍

ଭାରତ ଚାଇନା ସମ୍ପର୍କରେ ପୁଣି ବଢୁଛି ଗଭୀରତା, ଏଣିକି କୈଳାଶ ସରୋବରକୁ ଡାଇରେକ୍ଟ ଫ୍ଲାଇଟ୍

ନୂଆଦିଲ୍ଲୀ,୨୭ା୧: ଚାଇନା ଭାରତ ସହିତ ଏହାର ସମ୍ପର୍କ ସୁଧାରିବାକୁ ଏବଂ ଶାନ୍ତି ପ୍ରତିଷ୍ଠା କରିବାକୁ ଆଉ ଗୋଟିଏ ପାଦ ବଢେଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ କୈଳାଶ…

3 months ago
ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…

ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…

ନୂଆଦିଲ୍ଲୀ,୨୨।୧: ଭାରତରେ ଆମେରିକୀୟ ରାଷ୍ଟ୍ରଦୂତ ଏରିକ ଗାର୍ସେଟିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କର ଭାରତ ପ୍ରତି ଏକ ବିଶେଷ ଆସକ୍ତି ରହିଛି। ଅନେକ ଥର ସେ ଭାରତୀୟ…

3 months ago
ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ

ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ

ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ ୩-୦ରେ…

3 months ago
ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ ହୋଇପଡିଛନ୍ତି।…

4 months ago
ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତିପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ…

4 months ago
ଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତ

ଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୩।୧: ଚାଇନା ସୀମାନ୍ତ ଅଞ୍ଚଳରେ ୨ଟି କାଉଣ୍ଟି ସ୍ଥାପନ କରିଛି, ଯାହାର କେତେକ ଅଂଶ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଆସୁଛି। ଭାରତ ଏହାର ଦୃଢ଼ ବିରୋଧ…

4 months ago
ମେଲ୍‌ବୋର୍ନ ଟେଷ୍ଟ: ଅଷ୍ଟ୍ରେଲିଆ ୩୩୩ ରନରେ ଅଗ୍ରଣୀମେଲ୍‌ବୋର୍ନ ଟେଷ୍ଟ: ଅଷ୍ଟ୍ରେଲିଆ ୩୩୩ ରନରେ ଅଗ୍ରଣୀ

ମେଲ୍‌ବୋର୍ନ ଟେଷ୍ଟ: ଅଷ୍ଟ୍ରେଲିଆ ୩୩୩ ରନରେ ଅଗ୍ରଣୀ

ମେଲବୋର୍ନ, ୨୯।୧୨: ଅସମାପ୍ତ ଦଶମ ଉଇକେଟ ଯୋଡ଼ିରେ ନାଥାନ ଲିୟନ ଓ ସ୍କଟ ବୋଲାଣ୍ଡଙ୍କ ଅର୍ଦ୍ଧଶତକୀୟ ଭାଗୀଦାରି ବଳରେ ଅଷ୍ଟ୍ରେଲିଆ ମେଲବୋର୍ନ କ୍ରିକେଟ ଟେଷ୍ଟରେ ଭାରତ ବିପକ୍ଷରେ…

4 months ago
ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲାଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ କରିଛି।…

4 months ago
ଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟ

ଭାରତରେ ରହିଛି ୨୧ ନକଲି ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୧୬।୧୨: ଭାରତରେ ସମୁଦାୟ ୨୧ ନକଲି ବିଶ୍ୱବିଦ୍ୟାଳୟ ରହିଛି। ସୋମବାର ଲୋକ ସଭାର ପ୍ରଶ୍ନକାଳ ସମୟରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ…

4 months ago
ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ

ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ

ନୂଆଦିଲ୍ଲୀ,୧୬ା୧୨: ଶ୍ରୀଲଙ୍କା ଏହାର ଅଞ୍ଚଳକୁ ଭାରତର ସ୍ବାର୍ଥ ବିରୋଧୀ କୌଣସି କାର୍ଯ୍ୟରେ ବ୍ୟବହାର ପାଇଁ ଅନୁମତି ଦେବ ନାହିଁ ବୋଲି ଏହାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ…

4 months ago
ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ: ହେଡ୍‌, ସ୍ମିଥଙ୍କ ଶତକରେ ଅଷ୍ଟ୍ରେଲିଆ ଦୃଢ଼ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ: ହେଡ୍‌, ସ୍ମିଥଙ୍କ ଶତକରେ ଅଷ୍ଟ୍ରେଲିଆ ଦୃଢ଼

ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ: ହେଡ୍‌, ସ୍ମିଥଙ୍କ ଶତକରେ ଅଷ୍ଟ୍ରେଲିଆ ଦୃଢ଼

ବ୍ରିସବେନ୍‌,୧୫ା୧୨: ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମ୍ୟାଚରେ ଦୃଢ଼ ସ୍ଥିତିରେ ରହିଛି ଅଷ୍ଟ୍ରେଲିଆ। ଟ୍ରାଭିସ୍‌ ହେଡ୍‌ ଓ ଷ୍ଟିଭେନ୍‌ ସ୍ମିଥଙ୍କ ଶତକ ବଳରେ ଘରୋଇ ଦଳ ଦ୍ୱିତୀୟ…

4 months ago
ରେକର୍ଡ କଲା ଭାରତ: ୧୦୦୦ ଆରବ ଡଲାର ପାର କଲା ପ୍ରତ୍ୟେକ୍ଷ ବିଦେଶ ନିବେଶରେକର୍ଡ କଲା ଭାରତ: ୧୦୦୦ ଆରବ ଡଲାର ପାର କଲା ପ୍ରତ୍ୟେକ୍ଷ ବିଦେଶ ନିବେଶ

ରେକର୍ଡ କଲା ଭାରତ: ୧୦୦୦ ଆରବ ଡଲାର ପାର କଲା ପ୍ରତ୍ୟେକ୍ଷ ବିଦେଶ ନିବେଶ

ନୂଆଦିଲ୍ଲୀ,୧୩ା୧୨: ଭାରତରେ ପ୍ରତ୍ୟେକ୍ଷ ବିଦେଶ ନିବେଶ(ଏଫଡିଆଇ) ୨୦୦୦ ରୁ ୨୦୨୪ ମଧ୍ୟରେ ୧୦୦୦ ଆରବ ଡଲାର ପାର କରିଛି। ଏହା ବିଶ୍ୱସ୍ତରରେ ଏକ ନିରାପଦ ଏବଂ ପ୍ରାଥମିକ…

4 months ago