Tag Archives: India

“ବଢୁଥିବା ଦୁର୍ଘଟଣା ପଛରେ ତ୍ରୁଟିପୂର୍ଣ୍ଣ ରାସ୍ତା ଡିଜାଇନ୍, ଦାୟିତ୍ୱହୀନତା ଦାୟୀ”: ନୀତିନ ଗଡକରୀ

ନୂଆଦିଲ୍ଲୀ,୬ା୩: କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦେଶରେ ସଡ଼କ ଦୁର୍ଘଟଣା ଏବଂ ମୃତ୍ୟୁ ବୃଦ୍ଧି ପାଇଁ ତ୍ରୁଟିପୂର୍ଣ୍ଣ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (DPR) ଏବଂ ସିଭିଲ୍ ଇଞ୍ଜିନିୟର ଏବଂ ପରାମର୍ଶଦାତାଙ୍କ ଦ୍ୱାରା ପ୍ରସ୍ତୁତ ତ୍ରୁଟିପୂର୍ଣ୍ଣ ରାସ୍ତା ଡିଜାଇନକୁ ଦାୟୀ...

ନ୍ୟୁଜିଲାଣ୍ଡଠାରୁ ପରାଜିତ ହେବା ଭାରତ ପାଇଁ ଭଲ, କାହିଁକି ଏଭଳି ଚାହୁଁଛନ୍ତି ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର?

ନୂଆଦିଲ୍ଲୀ,୧।୩: ICC ଚାମ୍ପିଅନ୍ସ ଟ୍ରଫି ୨୦୨୫ ରେ ଗ୍ରୁପ A ର ଶେଷ ମ୍ୟାଚରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ସେମିଫାଇନାଲରେ ସେମାନଙ୍କର ସ୍ଥାନ ନିଶ୍ଚିତ କରିସାରିଛନ୍ତି। ଏଣୁ ଏହି ମ୍ୟାଚ୍‌ ଗ୍ରୁପର...

IND vs PAK: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର, ଚାମ୍ପିଅନ୍ସ ଟ୍ରଫି ପରେ ୩ ଥର ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ, ୨୮।୨: ନିକଟରେ ଭାରତ ଏବଂ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫିରେ ମୁହାଁମୁହିଁ ହୋଇଥିଲେ। ଭାରତୀୟ ପାକିସ୍ତାନକୁ ସହଜରେ ପରାସ୍ତ କରିଥିଲା। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲରେ ପହଞ୍ଚିଛି, କିନ୍ତୁ ଟୁର୍ଣ୍ଣାମେଣ୍ଟରେ ପାକିସ୍ତାନର ଯାତ୍ରା ଶେଷ...

ୱାକଫ୍ ବିଲକୁ ମିଳିଲା କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ; ବିରୋଧୀଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ,୨୭।୨: ସଂସଦରେ ୱାକଫ ବିଲ୍ ଆଣିବା ପାଇଁ ପଥ ପରିଷ୍କାର ହୋଇଛି। ଏବେ ଏହାକୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଉପସ୍ଥାପିତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍ ଏହି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ।...

ଭାରତ ସହ ଡବଲ ଗେମ୍‌ ଖେଳିଲେ ଟ୍ରମ୍ପ, ଭାରତକୁ ଅଫର କରି ପାକିସ୍ତାନକୁ ଦେଇଦେଲେ! ଚିନ୍ତାରେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୨୬।୨: ଭାରତକୁ ପଞ୍ଚମ ପିଢ଼ିର ଗୁପ୍ତ ଯୁଦ୍ଧ ବିମାନ F-35 ପ୍ରଦାନ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ’ଣ ଭାରତ ସହିତ ଡବଲ ଖେଳ ଖେଳିଛନ୍ତି? ଏବେ ଏହି ପ୍ରଶ୍ନ ଉଠିବାର କାରଣ ହେଉଛି ଆମେରିକା ପାକିସ୍ତାନକୁ F-16...

India-Bangladesh: ହାସିନାଙ୍କୁ ନେଇ ଉତ୍ତେଜନା ମଧ୍ୟରେ ଭେଟିପାରନ୍ତି ମୋଦି-ୟୁନୁସ୍‌

ନୂଆଦିଲ୍ଲୀ/ଢାକା,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍‌ଙ୍କୁ ଭେଟିପାରନ୍ତି। ଏହି ବୈଠକ ଚଳିତ ବର୍ଷ ଏପ୍ରିଲରେ ବ୍ୟାଙ୍କକରେ ଅନୁଷ୍ଠିତ ହେବାକୁ ଥିବା BIMSTEC ସମ୍ମିଳନୀ ସମୟରେ ହୋଇପାରେ। ଅଗଷ୍ଟ ୨୦୨୪ରେ ବାଂଲାଦେଶରେ ଶେଖ...

କେଉଁ ଦେଶରେ ସବୁଠୁ ଅଧିକ ଗାଈ ଅଛନ୍ତି; ପ୍ରଥମ ୩ ସ୍ଥାନରେ ଅଛନ୍ତି ଏହି ଦେଶ

ବିଶ୍ୱର ସବୁଠାରୁ ଅଧିକ ଗାଈ ଭାରତରେ ଦେଖାଯାଆନ୍ତି। କେବଳ ଏତିକି ନୁହେଁ, ଭାରତରେ ସର୍ବାଧିକ କ୍ଷୀର ଉତ୍ପାଦନ ହୁଏ। ଭାରତରୁ ଅନ୍ୟ ଦେଶକୁ ମଧ୍ୟ କ୍ଷୀର ରପ୍ତାନି କରାଯାଏ। ସୂଚନା ଅନୁଯାୟୀ, ଭାରତରେ ପ୍ରାୟ ୩୦୭.୫ ନିୟୁତ ଗାଈ ଅଛନ୍ତି।...

ଭାରତରେ ପ୍ରତି ୫ ଜଣରୁ ୩ କ୍ୟାନ୍‌ସର ରୋଗୀଙ୍କ ହେଉଛି ମୃତ୍ୟୁ, ପୁରୁଷଙ୍କ ଅପେକ୍ଷା ମହିଳାଙ୍କ ସଂଖ୍ୟା ଅଧିକ

ନୂଆଦିଲ୍ଲୀ,୨୫।୨(ପି.ଟି.): ଭାରତରେ କ୍ୟାନ୍‌ସର ରୋଗରେ ଆକ୍ରାନ୍ତ ହେଉଥିବା ପ୍ରତି ୫ ଜଣ ରୋଗୀଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହେଉଛି। ଦେଶରେ କ୍ୟାନ୍‌ସରଜନିତ ମୃତ୍ୟୁ ସଂଖ୍ୟାରେ ପୁରୁଷଙ୍କ ଅପେକ୍ଷା ମହିଳାଙ୍କ ସଂଖ୍ୟା ଅଧିକ ବୋଲି ସୋମବାର ‘ଦି ଲାନ୍‌ସେଣ୍ଟ ରିଜିଓନାଲ...

ଭାରତ-ପାକିସ୍ତାନ ମୁକାବିଲା ଆଜି

ଦୁବାଇ, ୨୩।୧ (ପି.ଟି.): ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ସବୁଠାରୁ ହେଭିଓ୍ବେଟ ଲଢ଼େଇ ଭାରତ-ପାକିସ୍ତାନ ମୁକାବିଲା ରବିବାର ଅନୁଷ୍ଠିତ ହେବ। ଏଥିପାଇଁ ଦୁବାଇ କ୍ରିକେଟ ଷ୍ଟାଡିୟମ ପ୍ରସ୍ତୁତ। ଉଭୟ ଦେଶର କ୍ରିକେଟ ପ୍ରେମୀଙ୍କ ମନରେ ନାହିଁ ନ ଥିବା ଉତ୍ସାହ।...

ଶେଷରେ ମାନିଲା ପାକିସ୍ତାନ: କରାଚୀରେ ଉଡ଼ିଲା ତ୍ରିରଙ୍ଗା

ଇସଲାମାବାଦ୍‌,୧୯।୨: ପାକିସ୍ତାନ କ୍ରିକେଟ ବୋର୍ଡ ସମ୍ପ୍ରତି ବିବାଦରେ ପଡ଼ିଛି ଏବଂ ଏହାର କାରଣ ଥିଲା ଯେ ଏହା କରାଚୀ ଏବଂ ଲାହୋରର ଷ୍ଟାଡିୟମରେ ୭ଟି ଦଳର ପତାକା ଉତ୍ତୋଳନ କରିଥିଲା। କିନ୍ତୁ ସେଠାରେ ଭାରତୀୟ ପତାକା ଉତ୍ତୋଳନ କରାଯାଇ ନ...

କାମ ଦେଲାନି ମୋଦିଙ୍କ ଆଲୋଚନା: ଟ୍ରମ୍ପ ନେଲେ କଠୋର ନିଷ୍ପତ୍ତି, ବଡ଼ କ୍ଷତି ସହିବ ଭାରତ

ଓ୍‌ବାଶିଂଟନ୍‌.୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ରମାଗତ ଭାବରେ ଭାରତର ଚିନ୍ତା ବୃଦ୍ଧି କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ଭଲ ସମ୍ପର୍କ ବିଷୟରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ସେ ଟ୍ରମ୍ପଙ୍କୁ...

ଭାରତକୁ ଧମକ ଦେଲା ବାଂଲାଦେଶ, କହିଲା ବଡ଼ ଭାଇ ହେବାକୁ ଚେଷ୍ଟା କରନାହିିଁ, ନହେଲେ…

ଢାକା,୧୮।୨: ବାଂଲାଦେଶରେ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ କ୍ଷମତାର ପତନ ପରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ବହୁତ ଉତ୍ତେଜନା ଦେଖାଦେଇଛି ଏବଂ ପରିସ୍ଥିତି ନିରନ୍ତର ଖରାପ ହେବାରେ ଲାଗିଛି। ବର୍ତ୍ତମାନ, ବାଂଲାଦେଶ ଗଠନ ହେବା ପରଠାରୁ ଭାରତର ଯେଉଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image