Tag Archives: India

ଇଂଲଣ୍ଡ ବିପକ୍ଷରେ ଭାରତର ଐତିହାସିକ ବିଜୟ

ମୁମ୍ବାଇ, ୨ା୨: ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ରେ ଅଭିଷେକ ଶର୍ମାଙ୍କ ଆକର୍ଷଣୀୟ ଶତକ ସହାୟତାରେ ଭାରତ ୧୫୦ ରନରେ ସହଜ ବିଜୟ ହାସଲ କରିଛି। ଏଥିସହ ଦଳ ୫ ମ୍ୟାଚ...

IND vs ENG 5th T20: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଶତକ: ଇଂଲଣ୍ଡ ଆଗରେ ବିଶାଳ ଟାର୍ଗେଟ

ମୁମ୍ବାଇ, ୨ା୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ସିରିଜର ପଞ୍ଚମ ଏବଂ ଶେଷ ମ୍ୟାଚ୍ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳା ଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତ ଇଂଲଣ୍ଡ ଆଗରେ ଜିତିବା ପାଇଁ ୨୪୮ ରନର ଟାର୍ଗେଟ ଧାର୍ଯ୍ୟ...

ଇତିହାସ ରଚିଲା ୧୯ ବର୍ଷରୁ କମ୍ ଭାରତୀୟ ମହିଳା ଟିମ୍, ଦ୍ୱିତୀୟ ଥର ଜିତିଲା ଟି୨୦ ବିଶ୍ୱକପ୍

ନୂଆଦିଲ୍ଲୀ, ୨ା୨: ଭାରତୀୟ ମହିଳା ଦଳ ଦକ୍ଷିଣ ଆଫ୍ରିକା ଦଳକୁ ୯ ୱିକେଟରେ ପରାସ୍ତ କରି ଦ୍ୱିତୀୟ ଥର ପାଇଁ ମହିଳା ୧୯ ବର୍ଷରୁ କମ୍ ଟି୨୦ ବିଶ୍ୱକପ୍ ଟାଇଟଲ ଜିତିଛି। ଭାରତ ୨୦୨୩ ୧୯ ବର୍ଷରୁ କମ୍ ମହିଳା...

ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଭାରତ ପ୍ରସ୍ତୁତ କରିବ ଆଉଟ ଅଫ ସିଲାବସ ଷ୍ଟ୍ରାଟେଜି, ଖୁଲାସା କଲେ ଏସ. ଜୟଶଙ୍କର

ନୂଆଦିଲ୍ଲୀ,୩୧।୧: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ “ଆମେରିକୀୟ ରାଷ୍ଟ୍ରବାଦୀ” ଭାବରେ ବର୍ଣ୍ଣନା କରି କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ସହିତ ମୁକାବିଲା କରିବା ପାଇଁ ଭାରତକୁ “ପାଠ୍ୟକ୍ରମ ବାହାରେ(ଆଉଟ ଅଫ ସିଲାବସ)” ବୈଦେଶିକ...

ନିଜସ୍ବ ଏଆଇ ମଡେଲ ପ୍ରସ୍ତୁତ କରିବ ଭାରତ

ନୂଆଦିଲ୍ଲୀ,୩୦।୧: କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ବିଶ୍ୱସ୍ତରରେ ପ୍ରତିଯୋଗିତା ଜୋର୍‌ଦାର ହୋଇଥିବାବେଳେ ଭାରତ ନିଜସ୍ବ ମୌଳିକ ମଡେଲ୍‌ ପ୍ରସ୍ତୁତ କରିବା ନେଇ ଆଗ୍ରହ ପ୍ରକାଶ କରିଛି। ଷ୍ଟାର୍ଟଅପ୍‌ ଏବଂ ଗବେଷକମାନେ ଏଥିପାଇଁ ୧୮, ୬୯୩ ଗ୍ରାଫିକ୍‌ ପ୍ରୋସେସିଂ ୟୁନିଟ୍‌ (ଜିପିୟୁ)ର ସ୍ବଳ୍ପ...

ଭାରତ ଚାଇନା ସମ୍ପର୍କରେ ପୁଣି ବଢୁଛି ଗଭୀରତା, ଏଣିକି କୈଳାଶ ସରୋବରକୁ ଡାଇରେକ୍ଟ ଫ୍ଲାଇଟ୍

ନୂଆଦିଲ୍ଲୀ,୨୭ା୧: ଚାଇନା ଭାରତ ସହିତ ଏହାର ସମ୍ପର୍କ ସୁଧାରିବାକୁ ଏବଂ ଶାନ୍ତି ପ୍ରତିଷ୍ଠା କରିବାକୁ ଆଉ ଗୋଟିଏ ପାଦ ବଢେଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ କୈଳାଶ ମାନସରୋବର ଯାତ୍ରା ପୁନର୍ବାର ଆରମ୍ଭ ହେବ। ଦୁଇ ଦେଶ ମଧ୍ୟରେ ସିଧାସଳଖ...

ଭାରତ ପାଇଁ ଭାବପୂର୍ଣ୍ଣ ‘ଶେଷ ଚିଠି’ ଲେଖିଲେ ଆମେରିକୀୟ ରାଷ୍ଟ୍ରଦୂତ, କହିଲେ-‘ତୁମକୁ ଝୁରି ହେବି’…

ନୂଆଦିଲ୍ଲୀ,୨୨।୧: ଭାରତରେ ଆମେରିକୀୟ ରାଷ୍ଟ୍ରଦୂତ ଏରିକ ଗାର୍ସେଟିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତାଙ୍କର ଭାରତ ପ୍ରତି ଏକ ବିଶେଷ ଆସକ୍ତି ରହିଛି। ଅନେକ ଥର ସେ ଭାରତୀୟ ସଂସ୍କୃତି ପ୍ରତି ତାଙ୍କର ପ୍ରେମ ଏବଂ ସମ୍ମାନ ଜଣାଇଛନ୍ତି। ଏବେ ଦେଶ...

ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ

ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ ୩-୦ରେ ମୂଳ ପଛ କରିଛି। କିନ୍ତୁ ଏହି ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ଯାହା...

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ ହୋଇପଡିଛନ୍ତି। ରିପୋର୍ଟ ଅନୁଯାୟୀ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି, କିନ୍ତୁ ଏନେଇ...

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୪।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି। ଏହି ସମୟରେ ପଡୋଶୀ ଦେଶରେ ଗତ...

ଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୩।୧: ଚାଇନା ସୀମାନ୍ତ ଅଞ୍ଚଳରେ ୨ଟି କାଉଣ୍ଟି ସ୍ଥାପନ କରିଛି, ଯାହାର କେତେକ ଅଂଶ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଆସୁଛି। ଭାରତ ଏହାର ଦୃଢ଼ ବିରୋଧ କରିବା ସହ କୂଟନୈତିକ ଚ୍ୟାନେଲ ଜରିଆରେ ବେଜିଂ ନିକଟରେ ପ୍ରତିବାଦ ଜଣାଇଥିବା...

ମେଲ୍‌ବୋର୍ନ ଟେଷ୍ଟ: ଅଷ୍ଟ୍ରେଲିଆ ୩୩୩ ରନରେ ଅଗ୍ରଣୀ

ମେଲବୋର୍ନ, ୨୯।୧୨: ଅସମାପ୍ତ ଦଶମ ଉଇକେଟ ଯୋଡ଼ିରେ ନାଥାନ ଲିୟନ ଓ ସ୍କଟ ବୋଲାଣ୍ଡଙ୍କ ଅର୍ଦ୍ଧଶତକୀୟ ଭାଗୀଦାରି ବଳରେ ଅଷ୍ଟ୍ରେଲିଆ ମେଲବୋର୍ନ କ୍ରିକେଟ ଟେଷ୍ଟରେ ଭାରତ ବିପକ୍ଷରେ ଓଭରଅଲ୍‌ ୩୩୩ ରନରେ ଅଗ୍ରଣୀ ହାସଲ କରିଛି। ରବିବାର ୪ର୍ଥ ଦିବସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image