Tag Archives: India

ସୀମାରେ ତୁର୍କୀ ଡ୍ରୋନ୍ ମୁତୟନ କଲା ବାଂଲାଦେଶ: ହାଇ ଆଲର୍ଟରେ ଭାରତ

ନୂଆଦିଲ୍ଲୀ,୬।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଇଛି ଏବଂ ଭାରତ ପ୍ରତି ବାଂଲାଦେଶ ଲୋକମାନଙ୍କର ଆକ୍ରୋଶମୂଳକ...

ହାଇବ୍ରିଡ୍ ମଡେଲ ପାଇଁ ରାଜି ହେଲା ପାକିସ୍ତାନ, କିନ୍ତୁ ଭାରତକୁ ଲାଗିଲା ବଡ଼ ଝଟକା

ମୁମ୍ବାଇ,୬।୧୨: ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବାର ରାସ୍ତା ଏକ ପ୍ରକାର ପରିସ୍କାର ହୋଇଛି। କିନ୍ତୁ ଏହା ସମୁର୍ଣ୍ଣ ଭାବେ ପାକିସ୍ତାନରେ ଆୟୋଜିତ ହେବନାହିଁ। ଭାରତ ପାକିସ୍ତାନ ଗସ୍ତ ନ କରୁଥିବାରୁ ହାଇବ୍ରିଡ୍ ମଡେଲରେ ଏହା ଅନୁଷ୍ଠିତ ହେବ। ଭାରତ...

ଜାତିସଂଘରେ ଇସ୍ରାଏଲ୍‌ ବିରୋଧରେ ଭାରତର ଭୋଟିଂ

ଜାତିସଂଘ, ୪।୧୨: ୧୯୬୭ରୁ ପୂର୍ବ ଜେରୁଜେଲମ ସମେତ ଅନେକ ପାଲେଷ୍ଟିନୀୟ ଅଞ୍ଚଳକୁ ଇସ୍ରାଏଲ ଦଖଲ କରି ରଖିଛି। ତେବେ ବୁଧବାର ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ)ରେ ଏକ ପ୍ରସ୍ତାବ ଆଗତ ହୋଇଥିଲା, ଯେଉଁଥିରେ ଉକ୍ତ ଅଞ୍ଚଳଗୁଡ଼ିକୁ ଫେରାଇବା ପାଇଁ ଇସ୍ରାଏଲ୍‌କୁ ଆହ୍ବାନ...

ପାକିସ୍ତାନ ଦାବିକଲା ହାଇବ୍ରିଡ୍ ମଡେଲ: ଭାରତ ଦେଲା କଡ଼ା ଜବାବ

ନୂଆଦିଲ୍ଲୀ,୪।୧୨: ଚାମ୍ପିୟନ୍ସ ଟ୍ରଫିକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଏବଂ ବିସିସିଆଇ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ହେବାର ସମ୍ଭାବନା ବାଟ ଫିଟୁନାହିଁ। ହାଇବ୍ରିଡ୍ ମଡେଲ ଗ୍ରହଣ କରିବାକୁ ପାକିସ୍ତାନ ରାଜି ହେବା ପରେ ଟୁର୍ଣ୍ଣାମେଣ୍ଟ...

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା...

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି...

ପର୍ଥରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି, ଡେବ୍ୟୁ କଲେ ନୀତିଶ କୁମାର, ହର୍ଷିତ ରାଣା

ନୂଆଦିଲ୍ଲୀ,୨୨ା୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି (୨୨ ନଭେମ୍ବର) ଠାରୁ ପର୍ଥରେ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ...

ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍

ନୂଆଦିଲ୍ଲୀ,୨୦।୧୧: ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର ଗୋଲ ଦୀପିକା ଭାରତ ପାଇଁ ତୃତୀୟ କ୍ୱାର୍ଟରରେ କରିଥିଲେ। ଏହି ଗୋଲଟି ପେନାଲଟି...

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ପ୍ରକାଶ କରାଯିବ ବୋଲି କ୍ରିମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍...

ଓଡ଼ିଶାର ପାଟପୁର ଥାନା ଭାରତରେ ଶ୍ରେଷ୍ଠ, ପୁରସ୍କୃତ କରିବେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୧୧: ପୁଣିଥରେ ଓଡ଼ିଶାର ଥାନାକୁ ମିଳିଛି ଦେଶରେ ଶ୍ରେଷ୍ଠ ପୁରସ୍କାର। ଗଞ୍ଜାମ ଜିଲାର ପାଟପୁର ଥାନାକୁ ୨୦୨୪ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଦେଶର ତିନୋଟି ସର୍ବୋତ୍ତମ ପୋଲିସ ଷ୍ଟେସନ ମଧ୍ୟରୁ ଗୋଟିଏ ଭାବରେ ମନୋନୀତ କରାଯାଇଛି। ନଭେମ୍ବର...

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମଥର ପାଇଁ ଗୋଟିଏ ଇନିଂସରେ କୌଣସି ଦେଶର ଦୁଇ ଜଣ...

ଭାରତୀୟ ବ୍ୟାଟରଙ୍କ ଧୂଆଁଧାର ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ଆଗରେ ଟାର୍ଗେଟ ୨୧୯ ରନ୍‌

ସେଞ୍ଚୁରିଅନ୍‌,୧୨ା୧୧: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମ ଅନ୍ତର୍ଜାତୀୟ ଶତକ ହାସଲ କରିଛନ୍ତି ତିଳକ ବର୍ମା। ତାଙ୍କ ଶତକ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୨୧୯ ରନ୍‌ ସଂଗ୍ରହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image