ପାଟ୍ନା,୨ା୧୦: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍ ସାମଗ୍ରୀ ନେଇ ପକାଇବାକୁ…